ଗୁରୁ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶିକ୍ଷକ ସମ୍ପ୍ରଦାୟଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ମଧ୍ୟ ପୂର୍ବତନ ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଛନ୍ତି ।

“ଗୁରୁ ଦିବସ ଅବସରରେ ସମସ୍ତ ଶିକ୍ଷକମାନଙ୍କୁ ହାର୍ଦ୍ଦିକ ଶୁଭକାମନା । ସମସ୍ତଙ୍କୁ ଗୁରୁ ଦିବସର ଶୁଭେଚ୍ଛା । ଜଣେ ଅସାଧାରଣ ଗୁରୁ ଡଃ ଏସ ରାଧାକ୍ରିଷ୍ଣନଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଭାରତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି,” ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
 PLI schemes attract over Rs 2.16 lakh crore investment, generate 14.39 lakh jobs

Media Coverage

PLI schemes attract over Rs 2.16 lakh crore investment, generate 14.39 lakh jobs
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 27, 2026
March 27, 2026

Relief, Revival & Rise: How PM Modi is Building a Modern, Rooted & Self-Reliant India