ସେୟାର
 
Comments
On their Statehood Day, my greetings to the people of Mizoram. I pray that Mizoram progresses immensely in the years to come: PM
Statehood Day greetings to the citizens of Arunachal Pradesh. May the state scale new heights of development in the coming times: PM

ରାଜ୍ୟ ସ୍ଥାପନା ଦିବସ ଅବସରରେ ମିଜୋରାମ ଏବଂ ଅରୁଣାଚଳ ପ୍ରଦେଶ ଅଧିବାସୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି । “ରାଜ୍ୟ ସ୍ଥାପନା ଦିବସ ଅବସରରେ, ମିଜୋରାମ ବାସୀଙ୍କୁ ମୋର ଅଭିନନ୍ଦନ । ମୁଁ ପ୍ରାର୍ଥନା କରୁଛି ଯେ ଆଗାମୀ ବର୍ଷମାନଙ୍କରେ ମିଜୋରାମ ଅନେକ ପ୍ରଗତି କରୁ ।

ଅରୁଣାଚଳ ପ୍ରଦେଶର ନାଗରିକମାନଙ୍କୁ ରାଜ୍ୟ ସ୍ଥାପନା ଦିବସର ଅଭିନନ୍ଦନ । ଆଗାମୀ ସମୟରେ ରାଜ୍ୟ ପ୍ରଗତିର ନୂତନ ଶୀର୍ଷକୁ ସ୍ପର୍ଶ କରିବ, ଏଥିପାଇଁ ମୋର ଶୁଭକାମନା,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

ପ୍ରଧାନମନ୍ତ୍ରୀ ମୋଦୀଙ୍କ 'ମନ କି ବାତ' ପାଇଁ ଆପଣଙ୍କ ବିଚାର ଏବଂ ଅନ୍ତର୍ଦୃଷ୍ଟି ପଠାନ୍ତୁ !
21 Exclusive Photos of PM Modi from 2021
Explore More
ଉତରପ୍ରଦେଶର ବାରଣାସୀରେ କାଶୀ ବିଶ୍ୱନାଥ ଧାମର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

ଲୋକପ୍ରିୟ ଅଭିଭାଷଣ

ଉତରପ୍ରଦେଶର ବାରଣାସୀରେ କାଶୀ ବିଶ୍ୱନାଥ ଧାମର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
Budget Expectations | 75% businesses positive on economic growth, expansion, finds Deloitte survey

Media Coverage

Budget Expectations | 75% businesses positive on economic growth, expansion, finds Deloitte survey
...

Nm on the go

Always be the first to hear from the PM. Get the App Now!
...
କିମ୍ବଦନ୍ତୀ କଥକ ନୃତ୍ୟଶିଳ୍ପୀ ପଣ୍ଡିତ ବିରଜୁ ମହାରାଜଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି
January 17, 2022
ସେୟାର
 
Comments

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କିମ୍ବଦନ୍ତୀ କଥକ ନୃତ୍ୟଶିଳ୍ପୀ ପଣ୍ଡିତ ବିରଜୁ ମହାରାଜଙ୍କ ଦେହାନ୍ତରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ଏହା ମଧ୍ୟ କହିଛନ୍ତି ଯେ ତାଙ୍କର ପରଲୋକ ସମଗ୍ର କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ସମଗ୍ର ବିଶ୍ୱରେ ଭାରତୀୟ ନୃତ୍ୟକୁ ଏକ ସ୍ୱତନ୍ତ୍ର ପରିଚୟ ଦେଇଥିବା ପଣ୍ଡିତ ବିରଜୁ ମହାରାଜ ଜୀଙ୍କର ଦେହାନ୍ତରେ ଗଭୀର ଦୁଃଖିତ । ତାଙ୍କର ପରଲୋକ ସମଗ୍ର କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି । ଏହି ଦୁଃଖଦ ସମୟରେ ତାଙ୍କ ପରିବାର ଏବଂ ପ୍ରଶଂସକଙ୍କ ପ୍ରତି ମୋର ସମବେଦନା । ଓମ୍ ଶାନ୍ତି!”