ରାମସାର ସାଇଟ ତାଲିକାରେ ବିହାରର ଦୁଇଟି ନୂତନ ସ୍ଥାନ - ବକ୍ସର ଜିଲ୍ଲାର ଗୋକୁଳ ଜଳାଶୟ (୪୪୮ ହେକ୍ଟର) ଓ ପଶ୍ଚିମ ଚମ୍ପାରଣ ଜିଲ୍ଲାର ଉଦୟପୁର ହ୍ରଦ (୩୧୯ ହେକ୍ଟର)କୁ ସାମିଲ କରାଯାଇଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି । ଏହା ଭାରତର ପର୍ଯ୍ୟାବରଣ ସଂରକ୍ଷଣ ପାଇଁ ଗୌରବର ମୁହୂର୍ତ୍ତ ବୋଲି କହିଛନ୍ତି ।

କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କ ଦ୍ୱାରା ଏକ୍ସରେ ହୋଇଥିବା ଏକ ପୋଷ୍ଟର ପ୍ରତିକ୍ରିୟାରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ବହୁତ ଚମକ୍ରାର ଖବର! ଆର୍ଦ୍ରଭୂମି ଗୁଡ଼ିକର ଶତତ ବିକାଶ ପାଇଁ ଏହା ବହୁତ ଗୁରୁତ୍ୱପୂର୍ଣ୍ଣ । ବିହାରର ଜନସାଧାରଣଙ୍କୁ ସ୍ୱତନ୍ତ୍ର ଅଭିନନ୍ଦନ, ଯାହା ବିଚାର ଏବଂ କାର୍ଯ୍ୟ ଉଭୟରେ ଦର୍ଶାଉଛି କି ପର୍ଯ୍ୟାବରଣ ସଂରକ୍ଷଣରେ କିପରି ଅଗ୍ରଣୀ କିପରି ହୁଅନ୍ତି ।”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India Exports 3.15 lakh Tonnes Sugar in Oct-Feb of 2025-26 Marketing Year: AISTA

Media Coverage

India Exports 3.15 lakh Tonnes Sugar in Oct-Feb of 2025-26 Marketing Year: AISTA
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 17, 2026
March 17, 2026

Resilient Bharat Rising: From Safe LPG Deliveries to UPI Dominance and Women's Empowerment Achievements Under PM Modi's Leadership