ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ସବୁଜ ଏବଂ ସ୍ଥାୟୀ ଭବିଷ୍ୟତ ଗଠନ ଦିଗରେ ଭାରତର ପ୍ରତିବଦ୍ଧତା ଏବଂ ପ୍ରୟାସକୁ ପ୍ରଶଂସା କରିଛନ୍ତି ।
କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରହଲ୍ଲାଦ ଜୋଶୀଙ୍କ ଦ୍ୱାରା ଏକ୍ସରେ କରାଯାଇଥିବା ଏକ ପୋଷ୍ଟ ଉପରେ ପ୍ରତିକ୍ରିୟା ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଏହା ଏକ ସବୁଜ ଏବଂ ସ୍ଥାୟୀ ଭବିଷ୍ୟତ ଗଠନ ଦିଗରେ ଭାରତର ପ୍ରତିବଦ୍ଧତା ଏବଂ ପ୍ରୟାସକୁ ଦର୍ଶାଉଛି ।”
This illustrates India’s commitment and efforts towards building a green and sustainable future. https://t.co/muYoYqUI8Q
— Narendra Modi (@narendramodi) July 15, 2025


