ସେୟାର
 
Comments

ନୀତି ଆୟୋଗଙ୍କ ପକ୍ଷରୁ ଆୟୋଜିତ “ଆର୍ଥିକ ନୀତି-ଭବିଷ୍ୟତ ମାର୍ଗ” ବିଷୟବସ୍ତୁ ଉପରେ ଆୟୋଜିତ ଏକ ବାର୍ତାଳାପ ଅଧିବେଶନରେ 40ରୁ ଉର୍ଦ୍ଧ୍ଵ ଅର୍ଥନୀତିଜ୍ଞ ଏବଂ ଅନ୍ୟ ବିଶେଷଜ୍ଞଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଲୋଚନା କରିଛନ୍ତି ।

ଏହି ଅଧିବେଶନରେ ଅଂଶଗ୍ରହଣକାରୀମାନେ 5ଟି ନିର୍ଦ୍ଦିଷ୍ଟ ବିଷୟବସ୍ତୁ ଉପରେ ସେମାନଙ୍କ ମତ ରଖିଥିଲେ । ସମଷ୍ଟିଗତ-ଅର୍ଥବ୍ୟବସ୍ଥା ଓ ନିଯୁକ୍ତି, କୃଷି ଓ ଜଳସେଚନ, ରପ୍ତାନୀ, ଶିକ୍ଷା ଏବଂ ସ୍ୱାସ୍ଥ୍ୟ ଆଦି ଅର୍ଥନୈତିକ ପ୍ରସଙ୍ଗରେ ଆଲୋଚନା କରାଯାଇଥିଲା ।

ଅର୍ଥବ୍ୟବସ୍ଥାର ବିଭିନ୍ନ ଦିଗ ଉପରେ ମତ ଏବଂ ବିଚାର ବ୍ୟକ୍ତ କରିଥିବାରୁ ଅଂଶଗ୍ରହଣକାରୀମାନଙ୍କୁ ପ୍ରଧାନମନ୍ତ୍ରୀ ଧନ୍ୟବାଦ ଜ୍ଞାପନ କରିଥିଲେ ।

ଏହି ବୈଠକରେ କେନ୍ଦ୍ର ମନ୍ତ୍ରୀ ଶ୍ରୀ ପୀୟୂଷ ଗୋୟଲ ଓ ଶ୍ରୀ ରାଓ ଇନ୍ଦ୍ରଜିତ ସିଂ ମଧ୍ୟ ଉପସ୍ଥିତ ଥିଲେ । ନୀତି ଆୟୋଗର ଉପାଧ୍ୟକ୍ଷ ଶ୍ରୀ ରାଜୀବ କୁମାର ଏବଂ କେନ୍ଦ୍ର ସରକାର ଓ ନୀତି ଆୟୋଗର ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହିଥିଲେ ।

 

ପ୍ରଧାନମନ୍ତ୍ରୀ ମୋଦୀଙ୍କ 'ମନ କି ବାତ' ପାଇଁ ଆପଣଙ୍କ ବିଚାର ଏବଂ ଅନ୍ତର୍ଦୃଷ୍ଟି ପଠାନ୍ତୁ !
21 Exclusive Photos of PM Modi from 2021
Explore More
ଉତରପ୍ରଦେଶର ବାରଣାସୀରେ କାଶୀ ବିଶ୍ୱନାଥ ଧାମର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

ଲୋକପ୍ରିୟ ଅଭିଭାଷଣ

ଉତରପ୍ରଦେଶର ବାରଣାସୀରେ କାଶୀ ବିଶ୍ୱନାଥ ଧାମର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
India's Global Innovation Index ranking improved from 81 to 46 now: PM Modi

Media Coverage

India's Global Innovation Index ranking improved from 81 to 46 now: PM Modi
...

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜାନୁୟାରୀ 16, 2022
January 16, 2022
ସେୟାର
 
Comments

Citizens celebrate the successful completion of one year of Vaccination Drive.

Indian economic growth and infrastructure development is on a solid path under the visionary leadership of PM Modi.