ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱଚ୍ଛ ଭାରତ ମିଶନ (ଗ୍ରାମୀଣ) ଦ୍ୱିତୀୟ ପର୍ଯ୍ୟାୟ ଅଧୀନରେ ଉତର ପ୍ରଦେଶର ଶହେ ପ୍ରତିଶତ ଗ୍ରାମ ଦ୍ୱାରା ଓଡିଏଫ (ଖୋଲାରେ ଶୌଚମୁକ୍ତ) ପ୍ଲସ ସ୍ଥିତି ହାସଲ କରିଥିବାରୁ ପ୍ରଶଂସା କରିଛନ୍ତି ।

ଉତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥଙ୍କ ‘ଏକ୍ସ’ରେ ହୋଇଥିବା ଏକ ପୋଷ୍ଟ ଉପରେ ପ୍ରତିକ୍ରିୟା ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଛନ୍ତି;

‘‘ବହୁତ ବହୁତ ଶୁଭେଚ୍ଛା! ବାପୁଙ୍କ ଜୟନ୍ତୀର ଠିକ ପୂର୍ବରୁ ଉତର ପ୍ରଦେଶର ଏହି ଅଭୂତପୂର୍ବ ଉପଲବ୍ଧି ସମଗ୍ର ଦେଶକୁ ପ୍ରେରଣା ଦେବ । ସ୍ୱଚ୍ଛତା କ୍ଷେତ୍ରରେ ଆମର ନିରନ୍ତର ପ୍ରୟାସ ନାରୀ ଶକ୍ତିର ସମ୍ମାନ ସହିତ ଆମର ସମସ୍ତ ପରିବାରଜନଙ୍କ ସ୍ୱାସ୍ଥ୍ୟ ନିମନ୍ତେ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ ।’’

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Jan Dhan accounts hold Rs 2.75 lakh crore in banks: Official

Media Coverage

Jan Dhan accounts hold Rs 2.75 lakh crore in banks: Official
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଡିସେମ୍ବର 7, 2025
December 07, 2025

National Resolve in Action: PM Modi's Policies Driving Economic Dynamism and Inclusivity