PM meets officials from PMO and SPG

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକ କଲ୍ୟାଣ ମାର୍ଗଠାରେ ନିଜ କାର୍ଯ୍ୟ।ଳୟ ଏବଂ ଏସପିଜିର ଅଧିକାରୀମାନଙ୍କୁ ସାକ୍ଷାତ କରି ସେମାନଙ୍କ ସହ ନୂତନ ବର୍ଷର ଶୁଭେଚ୍ଛା ଆଦାନ ପ୍ରଦାନ କରିଛନ୍ତି । 1000ରୁ ଅଧିକ କର୍ମଚାରୀ ଏହି ମତ ବିନିମୟ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ସେମାନଙ୍କ ଦ୍ଵାରା ପରିଚାଳିତ ଉତ୍ତମ କାର୍ଯ୍ୟ ପ୍ରଣାଳୀକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିବା ସହିତ ଭବିଷ୍ୟତରେ ଏହାକୁ ଜାରି ରଖିବା ପାଇଁ ଉତ୍ସାହିତ କରିଥିଲେ ।

 

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India’s space programme, a people’s space journey

Media Coverage

India’s space programme, a people’s space journey
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜାନୁୟାରୀ 1, 2026
January 01, 2026

Roaring into 2026: PM Modi's Milestones in Defense, Digital, and Development