It is time for appreciation, evaluation as well as introspection: PM Modi on Civil Services Day
Lives of people would transform when they are kept at the centre of decision making process: PM Modi
Strategic thinking is vital for success: PM Modi
Democracy is not any agreement, it is about participation: PM
Come, in 5 years till 2022, let us take inspiration from those who sacrificed their lives for our country's freedom and march towards building a New India: PM
Technology can become our additional strength, let's embrace it: PM

ପ୍ରଶାସନିକ ସେବା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଶାସନିକ ସେବାଧିକାରୀମାନଙ୍କୁ ଉଦ୍ବୋଧନ ଦେଇଛନ୍ତି । ସେ କହିଥିଲେ ଯେ ଏହା ହେଉଛି ପ୍ରଶଂସା, ସମୀକ୍ଷା, ମୂଲ୍ୟାଙ୍କନ ଏବଂ ତର୍ଜମା କରିବାର ସମୟ । ପ୍ରଶାସନିକ ସେବାଧିକାରୀମାନଙ୍କୁ ଉତ୍ସାହିତ କରିବା ଲାଗି ପ୍ରଧାନମନ୍ତ୍ରୀଙ୍କ ପୁରସ୍କାର ଏକ ପଦକ୍ଷେପ ବୋଲି ସେ ବର୍ଣ୍ଣନା କରିବା ସହିତ ପୁରସ୍କାର ବିଜେତାମାନଙ୍କୁ ଅଭିନନ୍ଦନ ଜଣାଇଥିଲେ । ସେ କହିଥିଲେ ଯେ ଏହି ପୁରସ୍କାର ସରକାରଙ୍କ ପ୍ରାଥମିକତାକୁ ପ୍ରତିଫଳିତ କରୁଛି ।

 

ସେ କହିଥିଲେ ଯେ ଅଗ୍ରାଧୀକାର କାର୍ଯ୍ୟକ୍ରମ ଯେପରିକି ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା, ଦୀନଦୟାଲ ଉପାଧ୍ୟାୟ କୌଶଳ ଯୋଜନା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଏବଂ ଡିଜିଟାଲ ପେମେଣ୍ଟ ଆଦି ପାଇଁ ପୁରସ୍କାର ଦିଆଯାଇଛି । ଏଗୁଡ଼ିକ ନୂତନ ଭାରତ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା । ପ୍ରଧାନମନ୍ତ୍ରୀଙ୍କ ପୁରସ୍କାର ଏବଂ ଅଭିଳଷିତ ଜିଲ୍ଲାରେ ହୋଇଥିବା କାର୍ଯ୍ୟକ୍ରମ ସମ୍ପର୍କରେ ଦୁଇଟି ପୁସ୍ତକ ବିଷୟରେ ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ, ଯାହା ଆଜି ଉନ୍ମୋଚିତ ହୋଇଥିଲା ।

ଅଭିଳଷିତ ଜିଲ୍ଲାଗୁଡ଼ିକ ବିଷୟରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ଜିଲ୍ଲାଗୁଡ଼ିକ ସେମାନଙ୍କ ରାଜ୍ୟର ଅଭିବୃଦ୍ଧି ଇଞ୍ଜିନ ହୋଇପାରିବେ । ସେ ବିକାଶରେ ଜନସାଧାରଣଙ୍କ ଭାଗିଦାରୀ ଉପରେ ଗୁରୁତ୍ୱାରୋପ କରିଥିଲେ । ସେ କହିଥିଲେ 2022ରେ ସ୍ୱାଧୀନତାର 75 ବର୍ଷ ପୂର୍ତ୍ତି, ଆମ ସ୍ୱାଧୀନତା ସଂଗ୍ରାମୀମାନଙ୍କ ସ୍ୱପ୍ନର ଭାରତ ହାସଲ ଦିଗରେ କାର୍ଯ୍ୟ କରିବା ଲାଗି ଏକ ପ୍ରେରଣା ହୋଇପାରିବ ।

 

ପ୍ରଶାସନରେ ଉନ୍ନତି ଆଣିବା ଲାଗି ମହାକାଶ ପ୍ରଯୁକ୍ତି ସମେତ ସବୁ ଉପଲବ୍ଧ ପ୍ରଯୁକ୍ତି ଉପଯୋଗ ହେବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ । ବିଶ୍ୱବ୍ୟାପୀ ଉଦୀୟମାନ ପ୍ରଯୁକ୍ତି ସହିତ ତାଳ ଦେଇ ଚାଲିବା ପ୍ରଶାସନିକ ଅଧିକାରୀମାନଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ସେ ଉଲ୍ଲେଖ କରିଥିଲେ ।

ପ୍ରଶାସନିକ ଅଧିକାରୀମାନଙ୍କ ଅସାଧାରଣ ସାମର୍ଥ୍ୟ ରହିଛି ଏବଂ ଏହି ସାମର୍ଥ୍ୟ ଦେଶର ଲାଭ ପାଇଁ ବୃହତ ଯୋଗଦାନ ଦେଇପାରେ ।

 Click here to read full text speech

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
'Every voter had valid ID': Trump praises India polls, renews push for SAVE America Act

Media Coverage

'Every voter had valid ID': Trump praises India polls, renews push for SAVE America Act
NM on the go

Nm on the go

Always be the first to hear from the PM. Get the App Now!
...
Prime Minister shares Sanskrit Subhashitam highlighting the importance of self-respect, courage and steadfastness
August 18, 2026

The Prime Minister, Shri Narendra Modi has shared a Sanskrit Subhashitam highlighting the importance of living with self-respect, courage and dignity. He emphasised that true valour and strength lie in remaining steadfast in one’s principles and values, without compromising them under any circumstances.

The Prime Minister shared a Sanskrit Subhashitam-

“उद्यच्छेदेव न नमेदुद्यमो ह्येव पौरुषम्।
अप्यपर्वणि भज्येत न नमत्वेव कस्यचित्॥”

The Subhashitam conveys that a person should always live with self-respect, courage and dignity. True valor and strength lie in never compromising one's principles and values under any circumstances, but remaining steadfast in one's ideals with truth, patience and self-pride.

The Prime Minister wrote on X;

“उद्यच्छेदेव न नमेदुद्यमो ह्येव पौरुषम्।

अप्यपर्वणि भज्येत न नमत्वेव कस्यचित्॥”