We have set the aim to eradicate TB from India by 2025, says PM Modi
Today I'm confident that in the duration of 1 year we'll be able to achieve 90% immunisation: PM Modi at End TB Summit
Whether the mission of getting relief from TB is in India or in any country, frontline TB practitioners & workers have a large role: PM
Several ministers from all states & concerned officers are present in the event, indicate how we, as Team India, are determined to eradicate TB from India: PM at End TB Summit

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀଠାରେ ଅନୁଷ୍ଠିତ “ଯକ୍ଷ୍ମା ବିଲୋପ” ଶିଖର ସମ୍ମିଳନୀର ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କରିଛନ୍ତି ।

ସେ ଆତ୍ମ ବିଶ୍ୱାସ ପ୍ରକଟ କରି କହିଥିଲେ ଯେ ଯକ୍ଷ୍ମା ରୋଗକୁ ସମ୍ପୂର୍ଣ୍ଣ ବିଲୋପ କରିବା ନେଇ ଦିଲ୍ଲୀରେ ଅନୁଷ୍ଠିତ “End TB” ଶିଖର ସମ୍ମିଳନୀ ଏକ ଐତିହାସିକ ଘଟଣା । ସେ କହିଥିଲେ ଯେ ଏହି ରୋଗର ମୂଳୋତ୍ପାଟନ ଦିଗରେ ଗ୍ରହଣ କରାଯାଇଥିବା ପ୍ରତ୍ୟେକଟି ପଦକ୍ଷେପ ଗରିବ ଜନସାଧାରଣଙ୍କ ଜୀବନ ଧାରଣ ମାନରେ ଉନ୍ନତି ଆଣିବା ସହିତ ଜଡିତ ।

ପ୍ରଧାନମନ୍ତ୍ରୀ ଘୋଷଣା କରିଥିଲେ ଯେ ବିଶ୍ୱରେ 2030 ସୁଦ୍ଧା ଯକ୍ଷ୍ମାର ସମ୍ପୂର୍ଣ୍ଣ ମୂଳୋତ୍ପାଟନ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବା ବେଳେ ଏଥିନେଇ ଭାରତର ଲକ୍ଷ୍ୟଧାର୍ଯ୍ୟ ସୀମାକୁ 2025 ରଖାଯାଇଛି । ସେ କହିଲେ ଯେ ଏହି ଲକ୍ଷ୍ୟ ହାସଲ କରିବା ପାଇଁ ସରକାର ବିଭିନ୍ନ ସ୍ତରରେ ବ୍ୟାପକ ଭାବେ କାର୍ଯ୍ୟ କରୁଛନ୍ତି । ସେ କହିଲେ ଯେ ଏ ସଂକ୍ରାନ୍ତରେ ରାଜ୍ୟ ସରକାରମାନଙ୍କର ଏକ ପ୍ରମୁଖ ଭୂମିକା ରହିଛି ଏବଂ ଏହି ଅଭିଯାନରେ ସାମିଲ ହେବା ପାଇଁ ସେ ବ୍ୟକ୍ତିଗତ ଭାବେ ପ୍ରତ୍ୟେକ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ପତ୍ର ଲେଖିଛନ୍ତି ।

ପ୍ରଧାନମନ୍ତ୍ରୀ କହିଲେ ଯେ ଯକ୍ଷ୍ମା ରୋଗକୁ ଦୂର କରିବା ପାଇଁ ଆଗ ଧାଡିର ଯକ୍ଷ୍ମା ଚିକିତ୍ସକ ଏବଂ କାର୍ଯ୍ୟକର୍ତ୍ତାମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ସେ କହିଲେ ଯେ ଏହି ରୋଗରୁ ମୁକ୍ତି ପାଇଥିବା ରୋଗୀମାନେ ମଧ୍ୟ ଅନ୍ୟମାନଙ୍କ ପାଇଁ ପ୍ରେରଣା ।

ନିଧାର୍ଯ୍ୟ ଲକ୍ଷ୍ୟ ପୂରଣ କରିବା ନେଇ କେନ୍ଦ୍ର ସରକାରଙ୍କ ତତ୍ପରତା ସମ୍ବନ୍ଧରେ ଦର୍ଶାଇ ପ୍ରଧାନମନ୍ତ୍ରୀ ମିଶନ ଇନ୍ଦ୍ରଧନୁଷ ଏବଂ ସ୍ୱଚ୍ଛ ଭାରତର ଉଦାହରଣ ପ୍ରଦାନ କରିଥିଲେ ।

Click here to read full text speech

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India marks landmark milestone with over 5 lakh organ donation pledges

Media Coverage

India marks landmark milestone with over 5 lakh organ donation pledges
NM on the go

Nm on the go

Always be the first to hear from the PM. Get the App Now!
...
Prime Minister pays homage to Dr. Syama Prasad Mookerjee on his Balidan Diwas, shares Sanskrit Subhashitam
June 23, 2026

The Prime Minister, Shri Narendra Modi, paid homage to Dr. Syama Prasad Mookerjee on his Balidan Diwas and remembered his immense contribution to nation-building.

The Prime Minister described Dr. Mookerjee as a distinguished patriot, scholar and statesman who dedicated his life to India’s development. Shri Modi said that Dr. Mookerjee’s unwavering conviction, courage in public life and commitment to national interest continue to inspire generations. He noted that Dr. Mookerjee’s sacrifice remains etched in the collective memory of the nation.

Paying respectful tributes to Dr. Mookerjee, the Prime Minister said that he dedicated his entire life to the selfless service of the nation and society. Shri Modi added that Dr. Mookerjee’s profound thoughts and ideals will continue to inspire every generation of the country to serve the motherland.

On the occasion, the Prime Minister also shared a Sanskrit Subhashitam:

“न कर्मणा न प्रजया धनेन त्यागेनैके अमृतत्वमानशुः।

परेण नाकं निहितं गुहायां विभ्राजते यद्यतयो विशन्ति॥”

The Subhashitam highlights that immortality is attained not through deeds, wealth, or lineage but through sacrifice and complete dedication to noble ideals. Those noble souls who renounce their personal interests for the sake of the nation, society and truth become immortal in the hearts of the people, transcending the limits of time.

The Prime Minister wrote on X;

“On his Balidan Diwas, I pay homage to Dr. Syama Prasad Mookerjee, a distinguished patriot, scholar and statesman who dedicated his life to India’s development. His unwavering conviction, courage in public life and commitment to national interest continue to inspire generations. Dr. Mookerjee’s sacrifice remains etched in our collective memory. We reaffirm our commitment to building a strong and developed India, guided by the values he cherished and served till his last breath.”

“निःस्वार्थ भाव से राष्ट्र और समाज की सेवा में आजीवन समर्पित रहे देश की महान विभूति डॉ. श्यामा प्रसाद मुखर्जी जी को उनके बलिदान दिवस पर आदरपूर्ण श्रद्धांजलि। उनके प्रखर विचार और आदर्श देश की हर पीढ़ी को मातृभूमि की सेवा के लिए प्रेरित करते रहेंगे।

न कर्मणा न प्रजया धनेन त्यागेनैके अमृतत्वमानशुः।

परेण नाकं निहितं गुहायां विभ्राजते यद्यतयो विशन्ति॥”