It is a matter of happiness that renovation work of the Shreenathji Temple will begin tomorrow: PM in Bahrain
India has decided to multiple the size of it's economy by two times in the next five years: PM in Bahrain
India's space missions have astonished the world: PM Modi in Bahrain

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବହରୀନରେ ଏକ ସାମୁଦାୟିକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ଭାରତର ଅଭିବୃଦ୍ଧି ବିଷୟରେ ବିସ୍ତାର ଭାବେ କହିଛନ୍ତି ଏବଂ ଦେଶକୁ 5 ଟ୍ରିଲିୟନ ଡଲାର ଅର୍ଥବ୍ୟବସ୍ଥାରେ ପରିଣତ କରିବାର ପଦକ୍ଷେପ ଉପରେ ମଧ୍ୟ ଉଲ୍ଲେଖ କରିଛନ୍ତି । ପ୍ରଧାନମନ୍ତ୍ରୀ ବହରୀନରେ ରହିଆସୁଥିବା ଭାରତୀୟ ଏବଂ ସେମାନଙ୍କ ଯୋଗଦାନ ପାଇଁ ପ୍ରଶଂସା କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଏହି ବିଷୟ ଉପରେ ମଧ୍ୟ ଉଲ୍ଲେଖ କରିଛନ୍ତି ଯେ ,କିଭଳି ଭାରତ ଅନ୍ତରୀକ୍ଷ ଅଭିଯାନରେ ସାରା ବିଶ୍ୱକୁ ଚକିତ କରିଥିଲା । 

 

 

 

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Indian economy navigated well external uncertainties: RBI Bulletin

Media Coverage

Indian economy navigated well external uncertainties: RBI Bulletin
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 23, 2026
July 23, 2026

Digital Rails, PLI Jobs & Swift Justice: How PM Modi’s Governance is Rewiring India’s Future