PM Modi lays foundation stone and inaugurates multiple development projects in Jammu
Government is working to ensure development of regions which remained isolated for long time: PM Modi
Our approach is “Isolation to Integration”: PM Modi
Government’s focus is on Highway, Railways, Waterways, i-Ways and Roadways: PM Modi

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଜାମ୍ମୁରେ ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ କହିଲେ ଯେ , ସରକାର ଦେଶର ବିକାଶକୁ ନେଇ ଏକ ନୂଆ ଆଭିମୁଖ୍ୟ ସହିତ ଲମ୍ବା ସମୟ ପର୍ଯ୍ୟନ୍ତ ଭିନ୍ନ କ୍ଷେତ୍ରରେ କାମ କରୁଛନ୍ତି । ଭିତ୍ତିଭୂମିର ବିକାଶକୁ ପ୍ରାଥମିକତା ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଲେ ଯେ ସରକାରଙ୍କ ଧ୍ୟାନ ରାଜମାର୍ଗ ,ରେଳମାର୍ଗ ,ଜଳମାର୍ଗ ଏବଂ ଆଇୱେ ଏବଂ ରୋପୱେ ବିକାଶ କରିବା ।

 

 

Click here to read full text speech

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India stands tall in shaky world economy as Fitch lifts FY26 growth view to 7.5%

Media Coverage

India stands tall in shaky world economy as Fitch lifts FY26 growth view to 7.5%
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 14, 2026
March 14, 2026

Heartening Resolve Meets Bold Action: PM Modi's Transformative Push for a Developed Assam.