ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସାଉଦୀ ଆରବର ରିୟାଦଠାରେ ଭବିଷ୍ୟତ ନିବେଶ ପଦକ୍ଷେପ ମଞ୍ଚରେ ଦୀକ୍ଷାନ୍ତ ଭାଷଣ ଦେଇଛନ୍ତି ।
ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ତାଙ୍କ ସମ୍ବୋଧନରେ କହିଲେ ଯେ ତାଙ୍କର ଲକ୍ଷ୍ୟ ହେଉଛି ଦରିଦ୍ରତମ ବ୍ୟକ୍ତିଙ୍କୁ ସଶକ୍ତ କରିବା ଏବଂ ସେମାନଙ୍କ ପାଇଁ ସମ୍ମାନଜନକ ଜୀବନ ସୁନିଶ୍ଚିତ କରିବା । ପ୍ରଧାନମନ୍ତ୍ରୀ କହିଲେ ଯେ, ସେ ସବୁବେଳେ ବିଶ୍ୱକୁ ଉନ୍ନତ କରିବାରେ ଭାରତ କିପରି ଭାବେ ଯୋଗଦାନ କରିପାରିବ ସେନେଇ ଚିନ୍ତା କରି ଆସୁଛନ୍ତି । ଭାରତରେ ଚାଲୁଥିବା ଆମର କାର୍ଯ୍ୟକ୍ରମ ସମଗ୍ର ବିଶ୍ୱରେ ଚାଲୁଥିବା ଏପରି କାର୍ଯ୍ୟକ୍ରମକୁ ଅଧିକ ମଜଭୁତ କରିବ । ଉଦାହରଣ ସ୍ୱରୂପ ବିଶ୍ଵରୁ 2030 ସୁଦ୍ଧା ଯକ୍ଷ୍ମା ଦୂର କରିବାର ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବା ବେଳେ ଆମର ଲକ୍ଷ୍ୟ ରହିଛି 2025 ସୁଦ୍ଧା ଭାରତକୁ ଯକ୍ଷ୍ମା ମୁକ୍ତ କରିବା । ଭାରତ ଏଥିରେ ସଫଳ ହେଲେ ସମଗ୍ର ବିଶ୍ୱ ଅଧିକ ସୁସ୍ଥ ହେବ ।

Click here to read full text speech

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
1 in 4 iPhones are now made in India as Apple ramps up production by 53 per cent

Media Coverage

1 in 4 iPhones are now made in India as Apple ramps up production by 53 per cent
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 11, 2026
March 11, 2026

From Silent Medical Revolution to Global Manufacturing Hub: Salute to PM Modi's Relentless Push for a Stronger, Self-Reliant India