ସେୟାର
 
Comments

ମରିସସ ପ୍ରଧାନମନ୍ତ୍ରୀ ମହାମହିମ ପ୍ରବୀନ୍ଦ ଜଗନ୍ନାଥ 30 ମେ 2019ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ମନ୍ତ୍ରିପରିଷଦର ଶପଥ ଗ୍ରହଣ ସମାରୋହରେ ଯୋଗ ଦେଇଥିଲେ ।

31 ମେ, 2019ରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହିତ ତାଙ୍କର ଦ୍ୱିପାକ୍ଷିକ ବୈଠକରେ ପ୍ରଧାନମନ୍ତ୍ରୀ ଜଗନ୍ନାଥ ଶ୍ରୀ ମୋଦୀଙ୍କୁ ପୁନଃ ବହୁମତରେ ବିଜୟୀ ହେବା ନିମନ୍ତେ ଅଭିନନ୍ଦନ ଜ୍ଞାପନ କରିଥିଲେ । ପ୍ରଧାନମନ୍ତ୍ରୀ ମୋଦୀ ପ୍ରଧାନମନ୍ତ୍ରୀ ଜଗନ୍ନାଥଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ଏବଂ ଦୁଇ ଦେଶ ମଧ୍ୟରେ ସମସ୍ତ କ୍ଷେତ୍ରରେ ଭ୍ରାତୃତ୍ୱପୂର୍ଣ୍ଣ ଓ ଚିରସ୍ଥାୟୀ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଲାଗି ନିଜର ପ୍ରତିବଦ୍ଧତାକୁ ଦୋହରାଇଥିଲେ । ଦୁଇ ଦେଶ ତଥା ଭାରତ ମହାସାଗର କ୍ଷେତ୍ରର ଆପୋସ ନିରାପତ୍ତା ଏବଂ ଅଭିବୃଦ୍ଧି ଲାଗି ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଦୁଇ ନେତା ସହମତ ହୋଇଥିଲେ ।

ଦାନ
Explore More
ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି  'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ

ଲୋକପ୍ରିୟ ଅଭିଭାଷଣ

ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି 'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ
Govt-recognised startups nearly triple under Modi’s Startup India; these many startups registered daily

Media Coverage

Govt-recognised startups nearly triple under Modi’s Startup India; these many startups registered daily
...

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ନଭେମ୍ବର 18, 2019
November 18, 2019
ସେୟାର
 
Comments

PM Narendra Modi addresses the 250 th Session of Rajya Sabha, a momentous occasion for Indian Democracy

Taking the fight against Malnutrition to another level, Ministry of Women & Child Development launches Bharatiya POSHAN Krishi Kosh in collaboration with Gates Foundation

Ahead of the 250 th Parliamentary Session of the Rajya Sabha PM Narendra Modi chairs an All-Party Meeting; He also convenes NDA Parliamentary Meeting

Positive Changes reflecting on ground as Modi Govt’s efforts bear fruit