କାଶ୍ମୀରର ପୁଲୱାମାଠାରେ କେନ୍ଦ୍ରୀୟ ରିଜର୍ଭ ପୁଲିସ ବଳ କର୍ମୀଙ୍କ ଉପରେ ହୋଇଥିବା ଆକ୍ରମଣକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୃଢ ଭାବେ ନିନ୍ଦା କରିଛନ୍ତି ।

“ପୁଲୱାମାଠାରେ କେନ୍ଦ୍ରୀୟ ରିଜର୍ଭ ପୁଲିସ ବଳ କର୍ମୀଙ୍କ ଉପରେ ହୋଇଥିବା ଆକ୍ରମଣ ଏକ ଘୃଣ୍ୟ କାର୍ଯ୍ୟ । ଏହି ଜଘନ୍ୟ ଆକ୍ରମଣକୁ ମୁଁ ଦୃଢ ଭାବେ ନିନ୍ଦା କରୁଛି । ଆମ ବୀର ସୁରକ୍ଷା କର୍ମୀଙ୍କ ବଳିଦାନ ବ୍ୟର୍ଥ ଯିବନାହିଁ । ପ୍ରତ୍ୟେକ ସୈନିକ ଏବଂ ବୀର ସହିଦଙ୍କ ପରିବାର ସାଥିରେ ପୁରା ଦେଶ ଛିଡା ହୋଇଛି । ଆହାତଙ୍କ ଆଶୁ ଆରୋଗ୍ୟ କାମନା କରୁଛି,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
Many key decisions in first fortnight of 2025

Media Coverage

Many key decisions in first fortnight of 2025
NM on the go

Nm on the go

Always be the first to hear from the PM. Get the App Now!
...
The glorious history of Vadnagar in Gujarat is more than 2500 years old: Prime Minister
January 17, 2025

The Prime Minister Shri Narendra Modi today remarked that the glorious history of Vadnagar in Gujarat is more than 2500 years old and unique efforts were taken to preserve and protect it.

In a post on X, he said:

“गुजरात के वडनगर का गौरवशाली इतिहास 2500 साल से भी पुराना है। इसे संजोने और संरक्षित करने के लिए यहां अनूठे प्रयास किए गए हैं।”