PM Modi welcomes Japanese PM Shinzo Abe, visits Sabarmati Ashram

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ଅହମ୍ମଦାବାଦ ବିମାନବନ୍ଦରରେ ସ୍ୱାଗତ କରିଛନ୍ତି । ଦୁଇଦିନିଆ ଭାରତ ଗସ୍ତରେ ଆସି ଦ୍ୱାଦଶ ଭାରତ-ଜାପାନ ବାର୍ଷିକ ଶିଖର ସମ୍ମିଳନୀରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ଆବେ  । ଅହମ୍ମଦାବାଦ ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ୱାଗତ ଦିଆଯାଇଥିଲା । ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେ ଏବଂ ପ୍ରଧାନମନ୍ତ୍ରୀ ମୋଦୀ ସାମରମତି ଆଶ୍ରମ ପହଞ୍ଚି ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । 

 

 

 

 

 

 

 

 

 

 

 

 

 

 

 

 

 

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Beyond Make in India: Building a globally competitive manufacturing ecosystem

Media Coverage

Beyond Make in India: Building a globally competitive manufacturing ecosystem
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁନ 6, 2026
June 06, 2026

Viksit Bharat Rising: PM Modi's Vision Powers Energy, Defense & Digital Dominance