ଜୟନ୍ତୀ ଅବସରରେ ଭାରତର ପୂର୍ବତନ ରାଷ୍ଟ୍ରପତି ଡଃ ଏପିଜେ ଅବଦୁଲ କଲାମଙ୍କୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଛନ୍ତି ।
ପ୍ରଧାନମନ୍ତ୍ରୀ କହିଛନ୍ତି, “ଶ୍ରୀ କଲାମ ଏକବିଂଶ ଶତାବ୍ଦୀରେ ଏକ ଶକ୍ତିଶାଳୀ ଓ ଆଧୁନିକ ଭାରତର ପରିକଳ୍ପନା କରିଥିଲେ ଏବଂ ଏହାକୁ ହାସଲ କରିବା ପାଇଁ ଜୀବନ ବ୍ୟାପୀ ପ୍ରୟାସ କରିଥିଲେ । ତାଙ୍କ ଜୀବନ ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଏକ ପ୍ରେରଣା ।”
डॉ. एपीजे अब्दुल कलाम जी को उनकी जयंती पर विनम्र श्रद्धांजलि। उन्होंने 21वीं सदी के सक्षम और समर्थ भारत का सपना देखा और इस दिशा में अपना विशिष्ट योगदान दिया। उनका आदर्श जीवन देशवासियों को सदैव प्रेरित करता रहेगा।
— Narendra Modi (@narendramodi) October 15, 2019
India salutes Dr. APJ Abdul Kalam Ji on his Jayanti. pic.twitter.com/PPgPrkqQRG


