ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଖ୍ୟାତ ପ୍ରତ୍ନତତ୍ତ୍ୱବିତ୍ ଶ୍ରୀ ବ୍ରଜ ବାସୀ ଲାଲଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି;
“ଶ୍ରୀ ବିବି ଲାଲ ଜଣେ ଉଲ୍ଲେଖନୀୟ ବ୍ୟକ୍ତିତ୍ୱ ଥିଲେ । ସଂସ୍କୃତି ଏବଂ ପ୍ରତ୍ନତତ୍ତ୍ୱ କ୍ଷେତ୍ରକୁ ତାଙ୍କର ଅବଦାନ ଅତୁଳନୀୟ । ସେ ଜଣେ ମହାନ ବୁଦ୍ଧିଜୀବୀ ଭାବରେ ସ୍ମରଣୀୟ ଯିଏ ଆମର ସମୃଦ୍ଧ ଅତୀତ ସହିତ ଆମର ସଂମ୍ପର୍କକୁ ଗଭୀର କରିଥିଲେ । ତାଙ୍କ ଦେହାନ୍ତରେ ମୁଁ ଦୁଃଖିତ । ମୋର ଚିନ୍ତାଧାରା ତାଙ୍କ ପରିବାର ଏବଂ ବନ୍ଧୁମାନଙ୍କ ସହିତ ଅଛି । ଓମ୍ ଶାନ୍ତି ।”
Shri BB Lal was an outstanding personality. His contributions to culture and archaeology are unparalleled. He will be remembered as a great intellectual who deepened our connect with our rich past. Pained by his demise. My thoughts are with his family and friends. Om Shanti. pic.twitter.com/eA3MlNI27Q
— Narendra Modi (@narendramodi) September 10, 2022


