ସେୟାର
 
Comments

ଲଚିତ ଦିବସରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲଚିତ ବୋରଫୁକନଙ୍କୁ ଶ୍ରଦ୍ଧାଞ୍ଜଳି  ଜଣାଇଛନ୍ତି ।

ଏକ ଟ୍ଵିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ସ୍ଵତନ୍ତ୍ର ଲଚିତ ଦିବସ ଅବସରରେ ସାହସୀ ଲଚିତ ବୋରଫୁକନଙ୍କୁ ଆମେ ଶ୍ରଦ୍ଧାଞ୍ଜଳି ଜଣାଉଛୁ । ସେ ଜଣେ ଅତ୍ୟନ୍ତ ଉତ୍ତମ ନେତା ଏବଂ ରଣନୀତିରେ ନିପୁଣ ବ୍ୟକ୍ତି ଥିଲେ । ସେ ଆସାମ ସଂସ୍କୃତିର ସଂରକ୍ଷଣ ପାଇଁ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ଗରିବ ଏବଂ ପଛୁଆବର୍ଗର ଲୋକଙ୍କୁ ସଶକ୍ତ କରିବା ଦିଗରେ ମଧ୍ୟ ସେ ଅନେକ କାର୍ଯ୍ୟ କରିଥିଲେ” । 

 

ପ୍ରଧାନମନ୍ତ୍ରୀ ମୋଦୀଙ୍କ 'ମନ କି ବାତ' ପାଇଁ ଆପଣଙ୍କ ବିଚାର ଏବଂ ଅନ୍ତର୍ଦୃଷ୍ଟି ପଠାନ୍ତୁ !
Modi Govt's #7YearsOfSeva
Explore More
ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି  'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ

ଲୋକପ୍ରିୟ ଅଭିଭାଷଣ

ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି 'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ
Kamala Harris thanks PM Modi for resuming Covid-19 vaccine exports

Media Coverage

Kamala Harris thanks PM Modi for resuming Covid-19 vaccine exports
...

Nm on the go

Always be the first to hear from the PM. Get the App Now!
...
PM Modi holds fruitful talks with PM Yoshihide Suga of Japan
September 24, 2021
ସେୟାର
 
Comments

Prime Minister Narendra Modi and PM Yoshihide Suga of Japan had a fruitful meeting in Washington DC. Both leaders held discussions on several issues including ways to give further impetus to trade and cultural ties.