ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
“ପଣ୍ଡିତ ଜବାହାରଲାଲ ନେହେରୁଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରୁଛି,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।
Tributes to Pandit Jawaharlal Nehru on his birth anniversary.
— Narendra Modi (@narendramodi) November 14, 2017


