ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
“ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧା ସୁମନ ଅର୍ପଣ କରୁଛି,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।
Tributes to India's former Prime Minister, Mrs. Indira Gandhi Ji on her birth anniversary.
— Narendra Modi (@narendramodi) November 19, 2018


