ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତି ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ସ୍ମୃତି ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
“ଜୟନ୍ତୀ ଅବସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତି ଇନ୍ଦିରା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।
Tributes to former PM Mrs. Indira Gandhi on her birth anniversary.
— Narendra Modi (@narendramodi) November 19, 2017


