ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
“ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କୁ ତାଙ୍କ ପୁଣ୍ୟତିଥିରେ ବିନମ୍ର ଶ୍ରଦ୍ଧାଞ୍ଜଳି,” ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି ।
देश की पूर्व प्रधानमंत्री श्रीमती इंदिरा गांधी को उनकी पुण्यतिथि पर विनम्र श्रद्धांजलि।
— Narendra Modi (@narendramodi) October 31, 2019