ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ଏକ ଟ୍ଵିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଜୀଙ୍କୁ ତାଙ୍କ ଜୟନ୍ତୀରେ ପ୍ରଣାମ ଓ ଶ୍ରଦ୍ଧାଞ୍ଜଳି” ।
पूर्व प्रधानमंत्री इंदिरा गांधी जी को उनकी जयंती पर नमन।
— Narendra Modi (@narendramodi) November 19, 2020
Tributes to former PM Smt. Indira Gandhi Ji on her birth anniversary.


