ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କୁ ତାଙ୍କ ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
“ ପୂଣ୍ୟତିଥିରେ ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କୁ ମୋର ଶ୍ରଦ୍ଧାଞ୍ଜଳି ”, କହିଛନ୍ତି ପ୍ରଧାନମନ୍ତ୍ରୀ ।
Tributes to former PM Mrs. Indira Gandhi on her death anniversary.
— Narendra Modi (@narendramodi) October 31, 2017


