ରାଣୀ ଲକ୍ଷ୍ମୀବାଈଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ଏକ ଟ୍ଵିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ସ୍ଵାଧିନତା ସଂଗ୍ରାମରେ ଅଦ୍ଭୁତ ପରାକ୍ରମ ଦେଖାଇଥିବା ବୀରାଙ୍ଗନା ରାଣୀ ଲକ୍ଷ୍ମୀବାଈଙ୍କୁ ତାଙ୍କ ଜୟନ୍ତୀରେ କୋଟି କୋଟି ପ୍ରଣାମ । ତାଙ୍କର ଶୌର୍ଯ୍ୟଗାଥା ଓ ବୀରତ୍ବ ଦେଶବାସୀଙ୍କ ପାଇଁ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବ” ।
आजादी की पहली लड़ाई में अद्भुत पराक्रम का परिचय देने वाली वीरांगना रानी लक्ष्मीबाई को उनकी जयंती पर कोटि-कोटि नमन। उनकी शौर्यगाथा देशवासियों के लिए हमेशा प्रेरणास्रोत बनी रहेगी।
— Narendra Modi (@narendramodi) November 19, 2020


