ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀ ରାମକୃଷ୍ଣ ପରମହଂସଙ୍କୁ ତାଙ୍କ ଜୟନ୍ତୀ ବାର୍ଷିକୀରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

“ଶ୍ରୀ ରାମକୃଷ୍ଣ ପରମହଂସଙ୍କୁ ତାଙ୍କ ଜୟନ୍ତୀରେ ମୁଁ ପ୍ରଣିପାତ କରୁଛି ।  ସେ ଭ୍ରାତୃତ୍ଵଭାବ ଓ ସଂପ୍ରୀତିର ଏକ ମୂର୍ତ୍ତିମନ୍ତ ପ୍ରତୀକ । ସେ ଏକ ବିଭେଦହୀନ, ନ୍ୟାୟପୂର୍ଣ୍ଣ ଓ ମୁକ୍ତ ସମାଜର ସ୍ଵପ୍ନ ଦେଖୁଥିଲେ,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

ଠିକ ଗତବର୍ଷ ଶ୍ରୀ ରାମକୃଷ୍ଣ ପରମହଂସଙ୍କୁ ଏଭଳି ଶ୍ରଦ୍ଧାଞ୍ଜଳି ଜଣାଇବା ଅବସରରେ ସେ ଯେଉଁ ସମ୍ବୋଧନ କରିଥିଲେ ତାକୁ ଏଠାରେ ଶେୟାର (Share) କରିବାକୁ ଚାହୁଁଛନ୍ତି । ଏହି ଉଦ୍ବୋଧନର ଲିଙ୍କ ହେଲା – https://www.narendramodi.in/pm-modi-addresses-sri-ram-krishna-vachanmitra-satram-tiruvalla-via-video-conferencing-534416

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
PM Modi pitches India as stable investment destination amid global turbulence

Media Coverage

PM Modi pitches India as stable investment destination amid global turbulence
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜାନୁୟାରୀ 12, 2026
January 12, 2026

India's Reforms Express Accelerates: Economy Booms, Diplomacy Soars, Heritage Shines Under PM Modi