ଆୟୁଷ୍ମାନ ଭାରତ ଅଧୀନରେ ସ୍ୱାସ୍ଥ୍ୟ ସୁରକ୍ଷା କାର୍ଯ୍ୟକ୍ରମର ଶୁଭାରମ୍ଭ ପ୍ରସ୍ତୁତି ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସମୀକ୍ଷା କରିଛନ୍ତି ।

ଏହି ଯୋଜନାରେ ପ୍ରତ୍ୟେକ ପରିବାରକୁ 5 ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ଲାଗି ସ୍ୱାସ୍ଥ୍ୟ ସୁରକ୍ଷା ସୁବିଧା ମିଳିବ । ଏହି ଯୋଜନାରେ 10 କୋଟିରୁ ଅଧିକ ଗରିବ ଏବଂ ଅସହାୟ ପରିବାରଙ୍କୁ ସାମିଲ କରାଯିବାର ଲକ୍ଷ୍ୟ ରଖାଯାଇଛି ।

ଯୋଜନା ସହ ଯୋଡିହୋଇଥିବା ରାଜ୍ୟମାନଙ୍କର ପ୍ରସ୍ତୁତି ଏବଂ ଯୋଜନା ପାଇଁ ଆବଶ୍ୟକ ପ୍ରଯୁକ୍ତିଗତ ଢାଞ୍ଚାର ବିକାଶ ସମ୍ବନ୍ଧିତ ପ୍ରସଙ୍ଗ ସହିତ ଅନ୍ୟାନ୍ୟ ଆନୁଷଙ୍ଗିକ ବିଷୟ ଉପରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ନୀତି ଆୟୋଗ ଏବଂ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଉଚ୍ଚ ପଦାଧିକାରୀମାନେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଥିଲେ ।

ଆମ୍ବେଦକର ଜୟନ୍ତୀ ଅବସରରେ ଗତ ଏପ୍ରିଲ ମାସରେ ଆୟୁଷ୍ମାନ ଭାରତ ଅଧୀନରେ ଛତିଶଗଡର ଅଭିଳାଷୀ ଜିଲ୍ଲା ବିଜାପୁରଠାରେ ପ୍ରଧାନମନ୍ତ୍ରୀ ପ୍ରଥମ “ସ୍ୱାସ୍ଥ୍ୟ ଓ କଲ୍ୟାଣ କେନ୍ଦ୍ର”କୁ ଉଦ୍ଘାଟନ କରିଥିଲେ ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Rolls-Royce joins with HAL at the wheel to make India a major aerospace hub

Media Coverage

Rolls-Royce joins with HAL at the wheel to make India a major aerospace hub
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମେ 15, 2026
May 15, 2026

Viksit Bharat Unleashed: PM Modi's Blueprint Delivers Energy Independence, Tech Boom, and Diplomatic Dominance