Pragati meet: PM Modi reviews progress of the Kedarnath reconstruction work in Uttarakhand
PM reviews progress towards handling and resolution of grievances related to the Delhi Police, stresses on importance of improving the quality of disposal of grievances
PM Modi reviews progress of ten infrastructure projects in the railway, road, power, petroleum and coal sectors spread over several states

ସକ୍ରିୟ ପ୍ରଶାସନ ଏବଂ ସମୟବଦ୍ଧ କାର୍ଯ୍ୟକାରୀତା ଲାଗି ଆଇସିଟି ଆଧାରିତ ବହୁପକ୍ଷୀୟ ମଂଚ- ପ୍ରଗତି ମାଧ୍ୟମରେ 24ତମ ଆଲୋଚନାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଧ୍ୟକ୍ଷତା କରିଥିଲେ ।

ପୂର୍ବରୁ ପ୍ରଗତିର 23ଟି ବୈଠକ ଆୟୋଜନ କରାଯାଇ ଏଥିରେ 9.46 ଲକ୍ଷ କୋଟି ଟଙ୍କାର ନିବେଶରେ କାର୍ଯ୍ୟକାରୀ ହେଉଥିବା 208ଟି ପ୍ରକଳ୍ପର ସମୟବଦ୍ଧ ସମୀକ୍ଷା କରାଯାଇଥିଲା । 17ଟି କ୍ଷେତ୍ରରେ ସାଧାରଣ ଅଭିଯୋଗ ସମାଧାନର ସମୀକ୍ଷା କରାଯାଇଥିଲା ।

ଆଜି 24ତମ ବୈଠକରେ ପ୍ରଧାନମନ୍ତ୍ରୀ ଉତ୍ତରାଖଣ୍ଡର କେଦାରନାଥ ପୁନଃନିର୍ମାଣ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଥିଲେ । ଦ୍ରୋନ ଚିତ୍ର ଜରିଆରେ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ରାଜ୍ୟ ସରକାର ଉପସ୍ଥାପନା ପ୍ରଦର୍ଶନ କରିଥିଲେ ।

ଦିଲ୍ଲୀ ପୋଲିସ ସହ ଜଡ଼ିତ ଅଭିଯୋଗଗୁଡ଼ିକର ସମାଧାନ ଏବଂ ସଂଚାଳନ ସମ୍ପର୍କରେ ହୋଇଥିବା ଅଗ୍ରଗତି ସମ୍ପର୍କରେ ପ୍ରଧାନମନ୍ତ୍ରୀ ସମୀକ୍ଷା କରିଥିଲେ । ଅଭିଯୋଗ ସମାଧାନ ମାନରେ ଉନ୍ନତି ଆଣିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ ।

ହିମାଚଳ ପ୍ରଦେଶ, ପଞ୍ଜାବ, ହରିୟାଣା, ଉତ୍ତରପ୍ରଦେଶ, ବିହାର, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ଛତିଶଗଡ଼, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ତାମିଲନାଡ଼ୁ ଏବଂ କେରଳ ଆଦି ରାଜ୍ୟରେ ରେଳବାଇ, ସଡ଼କ, ଶକ୍ତି, ପେଟ୍ରୋଲିୟମ ଏବଂ କୋଇଲା କ୍ଷେତ୍ରର ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ପ୍ରଧାନମନ୍ତ୍ରୀ ସମୀକ୍ଷା କରିଥିଲେ । ଏହି ପ୍ରକଳ୍ପର ମୂଲ୍ୟ ହାରାହାରୀ 40 ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ଵ ହେବ ।
ପ୍ରଧାନମନ୍ତ୍ରୀ କୌଶଳ ବିକାଶ ଯୋଜନା ଏବଂ ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନାର କାର୍ଯ୍ୟାନ୍ୱୟନ ସମ୍ପର୍କରେ ମଧ୍ୟ ପ୍ରଧାନମନ୍ତ୍ରୀ ସମୀକ୍ଷା କରିଥିଲେ ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India among Asia's fastest-growing green economies with $110 billion revenue in 2025: LSEG

Media Coverage

India among Asia's fastest-growing green economies with $110 billion revenue in 2025: LSEG
NM on the go

Nm on the go

Always be the first to hear from the PM. Get the App Now!
...
Prime Minister congratulates Abelardo de la Espriella on his victory in the Colombian presidential elections
June 26, 2026

Prime Minister Shri Narendra Modi congratulated Abelardo de la Espriella on his victory in the Colombian presidential elections.

The Prime Minister noted that India deeply values its close friendship with Colombia which continues to grow in all areas. “I convey my best wishes for a successful tenure and look forward to working together to further deepen our bilateral relations in the years ahead”, Shri Modi added.

Shri Modi posted on X;

Heartiest congratulations, Abelardo de la Espriella, on your victory in the Colombian presidential elections.

India values its close friendship with Colombia which continues to grow in all areas. I convey my best wishes for a successful tenure and look forward to working together to further deepen our bilateral relations in the years ahead.

@ABDELAESPRIELLA