Panchayats are effective ways to fulfil aspirations of people in rural India. They are playing a vital role in India's transformation: PM
Through all-round progress & grassroots level participation, our Govt is working towards making 'Gram Uday Se Bharat Uday’ a reality: PM

ସାରା ଭାରତରେ ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକ ଜରିଆରେ ଲୋକମାନଙ୍କ ସେବା କରୁଥିବା କଠିନ ପରିଶ୍ରମୀ ବ୍ୟକ୍ତିବିଶେଷଙ୍କୁ ପ୍ରଧାନମନ୍ତ୍ରୀ ଅଭିବାଦନ ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି :

"ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ମୁଁ ସାରା ଭାରତରେ ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକ ଜରିଆରେ ଲୋକମାନଙ୍କ ସେବା କରୁଥିବା କଠିନ ପରିଶ୍ରମୀ ବ୍ୟକ୍ତିବିଶେଷଙ୍କୁ ଅଭିବାଦନ ଜଣାଉଛି''

ଗ୍ରାମୀଣ ଭାରତର ଲୋକମାନଙ୍କ ଆଶା ଆକାଂକ୍ଷା ପୂରଣ କରିବା ଲାଗି ପଞ୍ଚାୟତଗୁଡ଼ିକ ଫଳପ୍ରଦ ସଂସ୍ଥା । ଏଗୁଡ଼ିକ ଭାରତର ରୂପାନ୍ତରଣରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛନ୍ତି ।

ସାମଗ୍ରିକ ଅଭିବୃଦ୍ଧି ଏବଂ ତୃଣମୂଳସ୍ତରର ଭାଗିଦାରୀତା ମାଧ୍ୟମରେ ଆମ ସରକାର "ଗ୍ରାମ ଉଦୟ ଦ୍ୱାରା ଭାରତ ଉଦୟ” ଲକ୍ଷ୍ୟକୁ ବାସ୍ତବ ରୂପ ଦେବା ଦିଗରେ କାର୍ଯ୍ୟକରୁଛି ।''

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
'Every voter had valid ID': Trump praises India polls, renews push for SAVE America Act

Media Coverage

'Every voter had valid ID': Trump praises India polls, renews push for SAVE America Act
NM on the go

Nm on the go

Always be the first to hear from the PM. Get the App Now!
...
Prime Minister shares Sanskrit Subhashitam highlighting the importance of self-respect, courage and steadfastness
August 18, 2026

The Prime Minister, Shri Narendra Modi has shared a Sanskrit Subhashitam highlighting the importance of living with self-respect, courage and dignity. He emphasised that true valour and strength lie in remaining steadfast in one’s principles and values, without compromising them under any circumstances.

The Prime Minister shared a Sanskrit Subhashitam-

“उद्यच्छेदेव न नमेदुद्यमो ह्येव पौरुषम्।
अप्यपर्वणि भज्येत न नमत्वेव कस्यचित्॥”

The Subhashitam conveys that a person should always live with self-respect, courage and dignity. True valor and strength lie in never compromising one's principles and values under any circumstances, but remaining steadfast in one's ideals with truth, patience and self-pride.

The Prime Minister wrote on X;

“उद्यच्छेदेव न नमेदुद्यमो ह्येव पौरुषम्।

अप्यपर्वणि भज्येत न नमत्वेव कस्यचित्॥”