PM Modi speaks to Australian PM Malcolm Turnbull
PM Modi expresses concern about possible impact of recent changes in Australian regulations for skilled professionals’ visa programme

ଆଜି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ମି. ମାଲକମ ଟର୍ନବୁଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଫୋନ କରିଥିଲେ l

ପ୍ରଧାନମନ୍ତ୍ରୀ ଟର୍ନବୁଲ ତାଙ୍କ ସଫଳ ଭାରତ ଗସ୍ତ ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l

ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ କୁଶଳୀ ପେଶାଦାର ମାନଙ୍କ ପାଇଁ ଅଷ୍ଟ୍ରେଲିଆର ପରିବର୍ତ୍ତିତ ଭିସା ନୀତିର ସମ୍ଭାବ୍ୟ ପ୍ରଭାବ ସମ୍ପର୍କରେ ଚିନ୍ତାବ୍ୟକ୍ତ କରିଥିଲେ l ଉଭୟ ପକ୍ଷର ଅଧିକାରୀମାନେ ଏହି ଘଟଣା ସମ୍ପର୍କରେ ବିଚାର ବିମର୍ଷ କରିବେ ବୋଲି ଦୁଇ ପ୍ରଧାନମନ୍ତ୍ରୀ ଏକମତ ହୋଇଥିଲେ l

ଗତମାସରେ ଟର୍ନବୁଲଙ୍କ ଭାରତ ଗସ୍ତ ପରେ ଉଭୟ ପକ୍ଷ ନେଇ ଥିବା ପଦକ୍ଷେପ ଓ ଦ୍ଵିପାକ୍ଷିକ ସମ୍ପର୍କକୁ ଆହୁରି ସୁଦୃଢ କରିବା ନିମିତ୍ତ ଆବଶ୍ୟକୀୟ ପଦକ୍ଷେପ ସମ୍ପର୍କରେ ଦୁଇ ପ୍ରଧାନମନ୍ତ୍ରୀ ଆଲୋଚନା କରିଥିଲେ l

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Somnath Swabhiman Parv: “Feeling blessed to be in Somnath, a proud symbol of our civilisational courage,” says PM Modi

Media Coverage

Somnath Swabhiman Parv: “Feeling blessed to be in Somnath, a proud symbol of our civilisational courage,” says PM Modi
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜାନୁୟାରୀ 11, 2026
January 11, 2026

Dharma-Driven Development: Celebrating PM Modi's Legacy in Tradition and Transformation