PM speaks to Assam CM regarding flood situation in the State

ଆସାମର ବନ୍ୟା ପରିସ୍ଥିତି ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତକାଲି ଓ ଆଜି ଲଗାତାର ମୁଖ୍ୟମନ୍ତ୍ରୀ ଶ୍ରୀ ସର୍ବାନନ୍ଦ ସୋନୋୱାଲଙ୍କ ସହ କଥାବାର୍ତ୍ତା ହୋଇଛନ୍ତି ।
ପ୍ରଧାନମନ୍ତ୍ରୀ କ୍ରମାଗତ ଟ୍ୱିଟ ଜରିଆରେ ଜଣାଇଛନ୍ତି ଯେ କେନ୍ଦ୍ର ସରକାର ରାଜ୍ୟର ବନ୍ୟା ପରିସ୍ଥିତି ଉପରେ ଅହରହ ନଜର ରଖିଛନ୍ତି ଏବଂ ପରିସ୍ଥିତି ଅନୁଧ୍ୟାନ କରୁଛନ୍ତି । ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଆସାମକୁ ସମସ୍ତ ପ୍ରକାର ଆବଶ୍ୟକ ସହାୟତା ଯୋଗାଇ ଦିଆଯାଉଛି ।
‘‘ଆସାମରେ ବନ୍ୟା ପରିସ୍ଥିତି ଉତ୍ପନ୍ନ ହେବା ପରଠାରୁ କେନ୍ଦ୍ର ସରକାର ପରିସ୍ଥିତି ଉପରେ ଅନବରତ ନଜର ରଖିବା ସହିତ ଅନୁଧ୍ୟାନ କରୁଛନ୍ତି । ରାଜ୍ୟର ଭୀଷଣ ବନ୍ୟା ପରିସ୍ଥିତି ସମ୍ଭାଳିବା ପାଇଁ ସମସ୍ତ ପ୍ରକାର ଆବଶ୍ୟକ ସହାୟତା ଆସାମକୁ ଯୋଗାଇ ଦିଆଯାଉଛି,’’ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Cotton duty relief: Textile industry welcomes import tax waiver, sees boost for exports and MSMEs

Media Coverage

Cotton duty relief: Textile industry welcomes import tax waiver, sees boost for exports and MSMEs
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମେ 31, 2026
May 31, 2026

India’s Golden Chapter: Maritime Might, Digital Revolution & Nari Shakti Under PM Modi