PM Modi condemns terror attack on Uri, Jammu and Kashmir
I assure the nation that those behind this despicable attack will not go unpunished: PM
We salute all those martyred in Uri. Their service to the nation will always be remembered: PM
PM Modi speaks to Home Minister Rajnath Singh & Raksha Mantri Manohar Parrikar, takes stock of situation in Uri

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳେ ଜାମ୍ମୁ-କାଶ୍ମୀରର ଉରିଠାରେ ସଂଘଟିତ ଆତଙ୍କବାଦୀ ଆକ୍ରମଣକୁ ଦୃଢ଼ ଭାବେ ନିନ୍ଦା କରିଛନ୍ତି।
“ଉରିରେ ଆତଙ୍କବାଦୀଙ୍କ କାପୁରୁଷୋଚିତ ଆକ୍ରମଣକୁ ଆମେ ଦୃଢ଼ ଭାବେ ନିନ୍ଦା କରୁଛୁ । ଏହି ଜଘନ୍ୟ ଆକ୍ରମଣ ପଛରେ ରହିଥିବା ଲୋକ ଯେପରି ନିସ୍ତାର ନପାଇବେ ସେଥିଲାଗି ମୁଁ ଦେଶକୁ ଆଶ୍ୱାସନା ଦେଉଛି ।

ଉରିର ସହିଦମାନଙ୍କୁ ଆମର ପ୍ରଣାମ । ସେମାନଙ୍କର ସେବା ଓ ଆତ୍ମବଳୀକୁ ରାଷ୍ଟ୍ର ସବୁବେଳେ ମନେ ରଖିବ। ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ମୋର ଗଭୀର ସମବେଦନା ।

ପରିସ୍ଥିତି ସମ୍ପର୍କରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଏବଂ ପ୍ରତିରକ୍ଷା ମନ୍ତ୍ରୀଙ୍କ ସହ କଥାବାର୍ତ୍ତା ହୋଇଛି । ରକ୍ଷାମନ୍ତ୍ରୀ ନିଜେ ପରିସ୍ଥିତି ଆକଳନ ପାଇଁ ଜାମ୍ମୁ-କାଶ୍ମୀର ଯିବେ”, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Rs 25,000 cr cyber fraud prevented, Rs 323 cr returned to victims as Centre expands e-Zero FIR: Report

Media Coverage

Rs 25,000 cr cyber fraud prevented, Rs 323 cr returned to victims as Centre expands e-Zero FIR: Report
NM on the go

Nm on the go

Always be the first to hear from the PM. Get the App Now!
...
Prime Minister condoles the passing of legendary playback singer S. Janaki Amma
July 12, 2026

The Prime Minister, Shri Narendra Modi, has expressed deep grief over the passing of distinguished playback singer S. Janaki Amma.

The Prime Minister said that her passing is an irreparable loss to the world of music and culture. He noted that her songs in various languages were popular across generations and gave voice to every emotion with unparalleled grace and versatility.

Shri Modi said that her melodies will continue to enchant listeners in the years to come.

The Prime Minister wrote on X;

“The passing of the distinguished playback singer S. Janaki Amma is an irreparable loss to the world of music and culture. Her songs in various languages were popular across generations. They gave voice to every emotion with unparalleled grace as well as versatility. Her melodies will continue to enchant listeners in the years to come. My heartfelt condolences to her family, countless admirers and the entire music fraternity in this hour of grief. Om Shanti.”