Strongly condemn the terrorist attack in Kabul. My heart goes out to the victim's families: PM
We stand in solidarity with people and government of Afghanistan in their fight against terrorism: PM

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କାବୁଲରେ ଘଟିଥିବା ଆତଙ୍କବାଦୀ ଆକ୍ରମଣକୁ ଦୃଢ ଭାବେ ନିନ୍ଦା କରିଛନ୍ତି । ଆତଙ୍କବାଦ ବିରୁଦ୍ଧରେ ଆଫଗାନିସ୍ତାନ ସରକାର ଚଳାଇଥିବା ସଂଗ୍ରାମ ଏବଂ ସେଠାକାର ଜନସାଧାରଣଙ୍କ ସହ ଭାରତର ଦୃଢ ସମର୍ଥନ ଓ ସଂହତି ରହିଥିବା ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି ।

“କାବୁଲରେ ଘଟିଥିବା ଆତଙ୍କବାଦୀ ଆକ୍ରମଣକୁ ଦୃଢ ଭାବେ ନିନ୍ଦା କରୁଛି । ମୃତକଙ୍କ ପରିବାରଜନଙ୍କ ପ୍ରତି ମୋର ହୃଦୟର ସମବେଦନା । ଆତଙ୍କବାଦ ବିରୋଧୀ ସଂଗ୍ରାମରେ ଆମେ ଆଫଗାନିସ୍ତାନର ସରକାର ଓ ସେଠାକାର ଜନସାଧାରଣଙ୍କ ସହିତ ଦୃଢ ଭାବେ ଛିଡା ହୋଇଛୁ ।“ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
PM Modi at BRICS summit: Dismantle ‘pyramid of privilege’ to make Global South a ‘rule-shaper’

Media Coverage

PM Modi at BRICS summit: Dismantle ‘pyramid of privilege’ to make Global South a ‘rule-shaper’
NM on the go

Nm on the go

Always be the first to hear from the PM. Get the App Now!
...
Prime Minister congratulates Indian Junior Men’s Hockey Team on winning Asia Cup
September 13, 2026

The Prime Minister, Shri Narendra Modi, has congratulated the Indian Junior Men’s Hockey Team on winning the Asia Cup with an emphatic 4-1 victory in the final.

The Prime Minister described the achievement as remarkable and said that the feat reflects the immense talent of the young players.

Shri Modi extended his best wishes to the entire team.

The Prime Minister wrote on X;

“Congratulations to our Junior Men’s Hockey Team on winning the Asia Cup with an emphatic 4-1 win in the final. It is indeed a remarkable achievement.

This feat reflects the immense talent of our young players. Best wishes to the entire team!”