ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 4 ଜୁନ୍ 2021 ସକାଳ 11 ଟା ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସିଏସଆଇଆର ବୈଠକରେ ଅଧ୍ୟକ୍ଷତା କରିବେ । ଏହି ଅବସରରେ କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ ।

ଏହି ସୋସାଇଟି ବିଜ୍ଞାନ ଏବଂ ପ୍ରଯୁକ୍ତି ମନ୍ତ୍ରଣାଳୟ ଅଧୀନରେ ଥିବା ବୈଜ୍ଞାନିକ ଏବଂ ଶିଳ୍ପ ଅନୁସନ୍ଧାନ ବିଭାଗର ଏକ ଅଂଶ ବିଶେଷ । 37ଟି ପରୀକ୍ଷାଗାର ଏବଂ 39ଟି ଆଉଟରିଚ ସେଣ୍ଟର ମାଧ୍ୟମରେ ଏହାର କାର୍ଯ୍ୟକଳାପକୁ ସମଗ୍ର ଭାରତରେ କାର୍ଯ୍ୟକାରୀ କରାଯାଉଛି । ପ୍ରତିଷ୍ଠିତ ବୈଜ୍ଞାନିକ, ଶିଳ୍ପପତି ଏବଂ ବିଜ୍ଞାନ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ସୋସାଇଟିର ଅଂଶୀଦାର ଭାବେ ପ୍ରତିବର୍ଷ ବୈଠକ କରନ୍ତି ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
How India brought the lion back from the brink: In Union minister Bhupender Yadav's words

Media Coverage

How India brought the lion back from the brink: In Union minister Bhupender Yadav's words
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 09, 2026
August 09, 2026

Vikas Bhi, Virasat Bhi: PM Modi’s Blueprint for a Rooted Yet Future-Ready Bharat