ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଅର୍ଥାତ 3 ଜାନୁଆରୀ, 2020ରେ କୃଷି ବିଜ୍ଞାନ ବିଶ୍ୱବିଦ୍ୟାଳୟ (ୟୁଏଏସ), ଜିକେଭିକେ, ବେଙ୍ଗଲୁରୁଠାରେ 107ତମ ଭାରତୀୟ ବିଜ୍ଞାନ କଂଗ୍ରେସର ଉଦଘାଟନ କରିବେ । ପ୍ରଧାନମନ୍ତ୍ରୀ ଏହି ଅବସରରେ ଉଦଘାଟନୀ ଅଭିଭାଷଣ ଦେବା ସହିତ ଆଇ-ଷ୍ଟେମ ପୋର୍ଟାଲର ମଧ୍ୟ ଶୁଭାରମ୍ଭ କରିବେ । କେନ୍ଦ୍ର ମନ୍ତ୍ରୀ ଡ. ହର୍ଷବର୍ଦ୍ଧନ, କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଶ୍ରୀ ବି.ଏସ ୟେଦ୍ୟୁରପ୍ପା ଏବଂ ଅନ୍ୟ ଗଣମାନ୍ୟ ବ୍ୟକ୍ତିବିଶେଷ ଏହି ଅବସରରେ ଉପସ୍ଥିତ ରହିବେ ।

ଚଳିତ ବର୍ଷ ଭାରତୀୟ ବିଜ୍ଞାନ କଂଗ୍ରେସ (ଆଇଏସସି)ର ବିଷୟବସ୍ତୁ ‘ବିଜ୍ଞାନ ଏବଂ ପ୍ରଯୁକ୍ତି : ଗ୍ରାମୀଣ ବିକାଶ’ ରଖାଯାଇଛି । ବହୁ ନୋବେଲ ପୁରସ୍କାର ବିଜେତା, ବୈଜ୍ଞାନିକ, ବୁଦ୍ଧିଜୀବୀ, ଶିକ୍ଷାବିତ୍ତ, ନୀତିନିର୍ମାତା, ଗବେଷକ, ଛାତ୍ରଛାତ୍ରୀ ଏବଂ ବିଭିନ୍ନ ପ୍ରତିଷ୍ଠାନର ପ୍ରତିନିଧିମାନଙ୍କ ସମେତ 15ହଜାରରୁ ଊର୍ଦ୍ଧ୍ଵ ଅଂଶଗ୍ରହଣକାରୀ ଏଥିରେ ସାମିଲ ହେବେ ବୋଲି ଆଶା କରାଯାଉଛି । ଏହି ଆୟୋଜନ ସହ ଜଡ଼ିତ ସମ୍ପୂର୍ଣ୍ଣ ସୂଚନା ମୋବାଇଲ ଆପ ‘https://play.google.com/store/apps/details?id=com.indiansciencecongress&hl=en_INରେ ଉପଲବ୍ଧ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
PM Modi’s pitch for a new role for Indian colleges: build global ambition

Media Coverage

PM Modi’s pitch for a new role for Indian colleges: build global ambition
NM on the go

Nm on the go

Always be the first to hear from the PM. Get the App Now!
...
Prime Minister shares a Sanskrit Subhashitam, highlighting prayers for peace, well-being, and harmony with nature
September 07, 2026

Prime Minister Shri Narendra Modi shared a Sanskrit Subhashitam today, highlighting prayers for peace, well-being, and harmony with nature.

The Prime Minister wrote on X;

"शं नो वातः पवतां शं नस्तपतु सूर्यः।

शं नः कनिक्रदद् देवः पर्जन्योऽभिवर्षतु॥"

May the wind blow for us in a peaceful, wholesome, and purifying way. May the Sun shine upon us as a source of well-being and blessing. May it's warmth and light bring us comfort and joy. And may the divine Rain-God, Parjanya, shower life-giving and auspicious rain upon us.