ସେୟାର
 
Comments

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି 27 ଜୁନ୍, 2021 ପୂର୍ବାହ୍ନ 11:30 ସମୟରେ ଅହମ୍ମଦାବାଦର ଏଏମଏଠାରେ ଜେନ ଗାର୍ଡେନ ଏବଂ କାଇଜେନ ଏକାଡେମୀ ଉଦଘାଟନ କରିବେ ।

ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଆସନ୍ତାକାଲି, 27 ଜୁନରେ ଅହମ୍ମଦାବାଦର ଏଏମଏଠାରେ ଜେନ ଗାର୍ଡେନ ଏବଂ କାଇଜେନ ଏକାଡେମୀ ଉଦଘାଟିତ ହେବ । ଏହା ଭାରତ ଏବଂ ଜାପାନ ମଧ୍ୟରେ ବୃଦ୍ଧି ପାଉଥିବା ଘନିଷ୍ଠତାର ଆଉ ଏକ ଉଦାହରଣ” ।

ପ୍ରଧାନମନ୍ତ୍ରୀ ମୋଦୀଙ୍କ 'ମନ କି ବାତ' ପାଇଁ ଆପଣଙ୍କ ବିଚାର ଏବଂ ଅନ୍ତର୍ଦୃଷ୍ଟି ପଠାନ୍ତୁ !
Modi Govt's #7YearsOfSeva
Explore More
ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି  'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ

ଲୋକପ୍ରିୟ ଅଭିଭାଷଣ

ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି 'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ
India well-positioned to lead climate change conversation ahead of COP26

Media Coverage

India well-positioned to lead climate change conversation ahead of COP26
...

Nm on the go

Always be the first to hear from the PM. Get the App Now!
...
PM calls citizens to take part in mementos auction
September 19, 2021
ସେୟାର
 
Comments

The Prime Minister, Shri Narendra Modi has called citizens to take part in the auction of gifts and mementos. He said that the proceeds would go to the Namami Gange initiative.

In a tweet, the Prime Minister said;

"Over time, I have received several gifts and mementos which are being auctioned. This includes the special mementos given by our Olympics heroes. Do take part in the auction. The proceeds would go to the Namami Gange initiative."