ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି (ଜୁନ 29, 2018) ଲୋକ କଲ୍ୟାଣ ମାର୍ଗଠାରେ ଆଖୁଚାଷୀମାନଙ୍କ ଏକ ପ୍ରତିନିଧିମଣ୍ଡଳୀଙ୍କୁ ଭେଟି ସେମାନଙ୍କ ସହ ବିସ୍ତୃତ ଭାବେ ମତ ବିନିମୟ କରିବେ ।ପ୍ରତିନିଧି ଦଳରେ ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମହାରାଷ୍ଟ୍ର ଓ କର୍ଣ୍ଣାଟକର 150 ଜଣ ଆଖୁଚାଷୀ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିବେ ।

ଆଖୁଚାଷୀମାନଙ୍କ ସମସ୍ୟାର ସମାଧାନ ଦିଗରେ କେନ୍ଦ୍ର ସରକାରଙ୍କ ହସ୍ତକ୍ଷେପ ଏବଂ ସମ୍ପ୍ରତି ଗ୍ରହଣ କରିଥିବା ପଦକ୍ଷେପ ନେଇ ମତବିନିମୟ ହେବ । ବିଶେଷଭାବେ ଆଖୁ କ୍ଷେତ୍ରର ବିକାଶ ସମ୍ବନ୍ଧରେ ମଧ୍ୟ ପ୍ରଧାନମନ୍ତ୍ରୀ ଏବଂ ଚାଷୀ ପ୍ରତିନିଧିଙ୍କ ମଧ୍ୟରେ ଆଲୋଚନା ହେବାର ଆଶା କରାଯାଉଛି ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
PLI schemes attract ₹2 lakh crore investment till September, lift output and jobs across sectors

Media Coverage

PLI schemes attract ₹2 lakh crore investment till September, lift output and jobs across sectors
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଡିସେମ୍ବର 13, 2025
December 13, 2025

PM Modi Citizens Celebrate India Rising: PM Modi's Leadership in Attracting Investments and Ensuring Security