PM welcomes and conveys best wishes to all teams taking part in the FIFA U-17 World Cup

17 ବର୍ଷରୁ କମ ଫିଫା ବିଶ୍ଵ କପ ଫୁଟବଲରେ ଅଂଶଗ୍ରହଣ କରୁଥିବା ସମସ୍ତ ଦଳକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ଵାଗତ କରିବା ସହିତ ସେମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

“17 ବର୍ଷରୁ କମ ଫିଫା ବିଶ୍ଵ କପ ଫୁଟବଲରେ ଅଂଶଗ୍ରହଣ କରୁଥିବା ସମସ୍ତ ଦଳକୁ ସ୍ଵାଗତ ଏବଂ ଶୁଭେଚ୍ଛା । ମୁଁ ନିଶ୍ଚିତ ଯେ, ଫୁଟବଲ ପ୍ରେମୀଙ୍କ ପାଇଁ ଫିଫା ଅଣ୍ଡର-17 ବିଶ୍ଵ କପ ଏକ ଉପହାର ହେବ,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India's forex reserves hit all-time high of $729.33 billion after $12.42 billion jump

Media Coverage

India's forex reserves hit all-time high of $729.33 billion after $12.42 billion jump
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 29, 2026
August 29, 2026

New India, New Speed, New Stage: Missiles, Medals, Multilateralism under PM Modi