ସମ୍ବିଧାନ ଦିବସ ଉପଲକ୍ଷେ ଆଜି ସକାଳେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଭାରତୀୟ ସମ୍ବିଧାନର ପ୍ରସ୍ତାବନା ପାଠ କରାଯାଇଛି।
ଏହି ଔପଚାରିକ ପ୍ରସ୍ତାବନା ପାଠ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ. ମିଶ୍ର; ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ-୨ ଶ୍ରୀ ଶକ୍ତିକାନ୍ତ ଦାସ; ପ୍ରଧାନମନ୍ତ୍ରୀଙ୍କ ପରାମର୍ଶଦାତା ଶ୍ରୀ ତରୁଣ କପୁର; ଏବଂ ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଶ୍ରୀ ଅତିଶ ଚନ୍ଦ୍ରଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଏକ୍ସ ହ୍ୟାଣ୍ଡଲରେ କରାଯାଇଥିବା ପୋଷ୍ଟରେ ସୂଚନା ଦିଆଯାଇଛି ଯେ:
‘‘ଆଜି ସକାଳେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଭାରତୀୟ ସମ୍ବିଧାନର ପ୍ରସ୍ତାବନା ପାଠ କରାଯାଇଛି । ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ. ମିଶ୍ର; ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ-୨ ଶ୍ରୀ ଶକ୍ତିକାନ୍ତ ଦାସ; ପ୍ରଧାନମନ୍ତ୍ରୀଙ୍କ ପରାମର୍ଶଦାତା ଶ୍ରୀ ତରୁଣ କପୁର; ଏବଂ ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଶ୍ରୀ ଅତିଶ ଚନ୍ଦ୍ରଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।’’
Earlier today, on Constitution Day, the Preamble was read out in the Prime Minister's Office. Principal Secretary to the Prime Minister, Dr. PK Mishra, Principal Secretary-2 to PM, Shri Shaktikanta Das, Advisor to PM, Shri Tarun Kapoor, Special Secretary to PM, Shri Atish… pic.twitter.com/TN5VuBOSeu
— PMO India (@PMOIndia) November 26, 2025


