‘ହରାଇଜନ ୨୦୪୭’ ରୋଡମ୍ୟାପ ପାଇଁ କାର୍ଯ୍ୟ ଜାରି ରଖିବାକୁ ଉଭୟ ନେତା ସହମତ
ଡି-ଡେ ର ୮୦ ତମ ବାର୍ଷିକୀ ପାଇଁ ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଜଣାଇଲେ
ଆଗାମୀ ପ୍ୟାରିସ ଅଲମ୍ପିକ୍ସ ପାଇଁ ପ୍ରଧାନମନ୍ତ୍ରୀ ଆଗୁଆ ଶୁଭେଚ୍ଛା ଜ୍ଞାପନ କଲେ

ଫ୍ରାନ୍ସ ସାଧାରଣତନ୍ତ୍ରର ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ ଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଏକ ଫୋନ୍ କଲ୍ ପାଇଛନ୍ତି । ଐତିହାସିକ ନିର୍ବାଚନୀ ବିଜୟ ପାଇଁ ରାଷ୍ଟ୍ରପତି ମାକ୍ରନ ଅଭିନନ୍ଦନ ଜଣାଇବା ସହ ତୃତୀୟ ଥର ଶାସନ କ୍ଷମତାକୁ ଆସିଥିବାରୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଶୁଭେଚ୍ଛା ଜଣାଇଥିଲେ ।

ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ମାକ୍ରନଙ୍କୁ କୃତଜ୍ଞତା ଜଣାଇବା ସହ ଆଗାମୀ ବର୍ଷ ମାନଙ୍କରେ ଭାରତ ଓ ଫ୍ରାନ୍ସର ଉତ୍ତମ ସମ୍ପର୍କକୁ ଅଧିକ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦେଇଥିଲେ ।

‘ହରାଇଜନ ୨୦୪୭’ ରୋଡମ୍ୟାପରେ ଦିଆଯାଇଥିବା ପ୍ରତିଶ୍ରୁତି ଗୁଡ଼ିକ ପୂରଣ କରିବା ଦିଗରେ କାର୍ଯ୍ୟ କରିବାକୁ ଉଭୟ ନେତା ସହମତ ହୋଇଥିଲେ ।

ଐତିହାସିକ ଡି-ଡେର ୮୦ତମ ବାର୍ଷିକୀ ଉପଲକ୍ଷେ ରାଷ୍ଟ୍ରପତି ମାକ୍ରନଙ୍କୁ ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଜ୍ଞାପନ କଲେ ।

ଆଗାମୀ ଅଲମ୍ପିକ୍ ଓ ପାରା ଅଲମ୍ପିକ୍ କ୍ରୀଡ଼ା ପାଇଁ ମଧ୍ୟ ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଜଣାଇଲେ ।

ପରସ୍ପର ମଧ୍ୟରେ ନିୟମିତ ସମ୍ପର୍କରେ ରହିବାକୁ ଉଭୟ ନେତା ସହମତ ହୋଇଥିଲେ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Join sports, playgrounds more important than PlayStation: PM to youth

Media Coverage

Join sports, playgrounds more important than PlayStation: PM to youth
NM on the go

Nm on the go

Always be the first to hear from the PM. Get the App Now!
...
Prime Minister highlights transformative impact of Jan Dhan Yojana
August 28, 2026

The Prime Minister, Shri Narendra Modi, has highlighted the unprecedented scale and transformative outcomes of the Pradhan Mantri Jan Dhan Yojana in last 12 years. Shri Modi said that Jan Dhan Yojana has had an unparalleled impact, playing a significant role in advancing financial inclusion and empowering people across the country.

The Prime Minister posted on X:

Unprecedented scale and transformative outcomes!

Jan Dhan Yojana has had an unparalleled impact.

#12YearsOfJanDhan