ସ୍ପେନର ମହମହିମ ରାଷ୍ଟ୍ରପତି ଶ୍ରୀ ପେଡ୍ରୋ ସାଞ୍ଚେଜ୍ ଆଜି ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି। ଭାରତ-ସ୍ପେନ ବନ୍ଧୁତାକୁ ଆଗକୁ ବଢାଇବାର ବିଭିନ୍ନ ଉପାୟ ସଂପର୍କରେ ଉଭୟ ନେତା ଆଲୋଚନା କରିଥିଲେ। ବିଶେଷକରି ପ୍ରତିରକ୍ଷା, ସୁରକ୍ଷା, ପ୍ରଯୁକ୍ତିବିଦ୍ୟା ଆଦି କ୍ଷେତ୍ରରେ ସହଯୋଗ ବୃଦ୍ଧି ପାଇଁ ଆଲୋଚନା ହୋଇଥିଲା। ଉଭୟ ଦେଶ ୨୦୨୬କୁ ଭାରତ-ସ୍ପେନ ସଂସ୍କୃତି, ପର୍ଯ୍ୟଟନ ଓ ଏଆଇ ବର୍ଷଭାବେ ଘୋଷଣା କରିଛନ୍ତି। 

 

‘ଏକ୍ସ’ର ଏକ ସ୍ବତନ୍ତ୍ର ପୋଷ୍ଟରେ ଶ୍ରୀ ମୋଦୀ ଲେଖିଛନ୍ତି:

"ଦିଲ୍ଲୀରେ ରାଷ୍ଟ୍ରପତି ପେଡ୍ରୋ ସାଞ୍ଚେଜ୍‌ଙ୍କ ସହ ଏକ ଫଳପ୍ରଦ ବୈଠକ ହୋଇଥିଲା। ଭାରତ-ସ୍ପେନ୍ ମଧ୍ୟରେ ପ୍ରତିରକ୍ଷା, ସୁରକ୍ଷା, ପ୍ରଯୁକ୍ତିବିଦ୍ୟା ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ସହଯୋଗ ବୃଦ୍ଧି ଲାଗି ଆଲୋଚନା ହୋଇଥିଲା। ଉଭୟ ଦେଶ ୨୦୨୬ କୁ ଭାରତ-ସ୍ପେନ୍ ସଂସ୍କୃତି, ପର୍ଯ୍ୟଟନ ଏବଂ ଏଆଇ ବର୍ଷ ଭାବରେ ପାଳନ କରୁଛନ୍ତି। ଏହା ଲୋକଙ୍କ ମଧ୍ୟରେ ସମ୍ପର୍କକୁ ଆହୁରି ନିବିଡ଼ କରିବ। ବିଶ୍ୱବିଦ୍ୟାଳୟଗୁଡ଼ିକର ଏକ ବଡ଼ ପ୍ରତିନିଧିମଣ୍ଡଳୀ ମଧ୍ୟ ଭାରତ ଗସ୍ତ କରୁଥିବା ଦେଖି ଖୁସି ଲାଗୁଛି। ଯାହା ଲୋକମାନଙ୍କ ସମ୍ପର୍କ ବୃଦ୍ଧି କରିବାରେ ବହୁତ ସାହାଯ୍ୟ କରିବ। ଇୟୁ ସହିତ ହୋଇଥିବା  ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (ଏଫଟିଏ) ସ୍ପେନ ସହିତ ଆର୍ଥିକ ସହଭାଗୀତା ଉପରେ ବହୁତ ସକାରାତ୍ମକ ପ୍ରଭାବ ପକାଇବ ଏବଂ ଆମ ଦେଶର ଲୋକମାନଙ୍କୁ ନୂତନ ସୁଯୋଗ ପ୍ରଦାନ କରିବ।’’@sanchezcastejon”

“Tuve una reunión productiva con el presidente Pedro Sánchez en Delhi. Hablamos de formas de fortalecer la amistad entre la India y España, especialmente en ámbitos como la defensa, la seguridad, la tecnología y otros.

Nuestros países celebran 2026 como el Año India-España de la Cultura, el Turismo y la IA. Esto profundizará los vínculos entre nuestros pueblos. Me alegra ver que también ha venido a la India una gran delegación de universidades. Esto también contribuirá en gran medida a acercar a nuestros pueblos. El histórico acuerdo de libre comercio con la UE tendrá un impacto muy positivo en la asociación económica con España y brindará nuevas oportunidades a los ciudadanos de nuestros países. @sanchezcastejon”

 

“Tuve una reunión productiva con el presidente Pedro Sánchez en Delhi. Hablamos de formas de fortalecer la amistad entre la India y España, especialmente en ámbitos como la defensa, la seguridad, la tecnología y otros.

Nuestros países celebran 2026 como el Año India-España de la Cultura, el Turismo y la IA. Esto profundizará los vínculos entre nuestros pueblos. Me alegra ver que también ha venido a la India una gran delegación de universidades. Esto también contribuirá en gran medida a acercar a nuestros pueblos.

El histórico acuerdo de libre comercio con la UE tendrá un impacto muy positivo en la asociación económica con España y brindará nuevas oportunidades a los ciudadanos de nuestros países.

@sanchezcastejon”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Odisha’s Dhenkanal farmers export 3 tonne of mango to London

Media Coverage

Odisha’s Dhenkanal farmers export 3 tonne of mango to London
NM on the go

Nm on the go

Always be the first to hear from the PM. Get the App Now!
...
Russia’s Foreign Minister calls on Prime Minister Shri Narendra Modi
May 14, 2026
FM Lavrov briefs PM on the progress achieved in bilateral cooperation since the meeting of the two leaders in December 2025.
FM Lavrov and PM discuss regional and global issues of mutual interest, including the situation in Ukraine and West Asia.
PM reiterates India’s consistent stand in favour of dialogue and diplomacy.
PM conveys his warm greetings to President Putin.

The Foreign Minister of the Russian Federation, H.E. Mr. Sergei Lavrov, called on Prime Minister Shri Narendra Modi today.

Foreign Minister Lavrov briefed the Prime Minister on the progress achieved in bilateral cooperation since the meeting of the two leaders in December 2025 for the 23rd India-Russia Annual Summit.

Foreign Minister Lavrov and PM exchanged views on various regional and global issues of mutual interest, including the situation in Ukraine and West Asia.

Prime Minister reiterated India’s consistent stand in of dialogue and diplomacy as the best way forward.

Prime Minister requested Foreign Minister Lavrov to convey his warm greetings to President Putin.