ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏସୀୟ ପାରା ଗେମ୍ସରେ ଭାରତର ଅସାଧାରଣ ପ୍ରଦର୍ଶନକୁ ପ୍ରଶଂସା କରିଛନ୍ତି ଏବଂ ଏହା ସହିତ ପଦକ ସଂଖ୍ୟା ୧୧୧ ରେ ପହଞ୍ଚିଛି। ଶ୍ରୀ ମୋଦୀ କ୍ରୀଡ଼ାବିତମାନଙ୍କ ର ଅତୁଟ ସମର୍ପଣ ଏବଂ ଅଦମ୍ୟ ମନୋବଳକୁ ପ୍ରଶଂସା କରିଛନ୍ତି।

ପ୍ରଧାନମନ୍ତ୍ରୀ ଟ୍ବିଟରରେ ପୋଷ୍ଟ କରିଛନ୍ତି:

ଏସିଆନ୍ ପାରା ଗେମ୍ସରେ ଭାରତର ଅସାଧାରଣ ପ୍ରଦର୍ଶନ ଦେଶକୁ ରୋମାଞ୍ଚିତ କରିଛି। ରେକର୍ଡ ଭାଙ୍ଗି ୧୧୧ ପଦକ ଆଣିଥିବାରୁ ମୁଁ ଆମର ପ୍ରତିଭାବାନ୍ ଆଥଲେଟମାନଙ୍କୁ ଅଭିନନ୍ଦନ ଜଣାଉଛି। ଏହି ସଫଳତା ଆମ ଖେଳାଳିଙ୍କ ଅତୁଟ ସମର୍ପଣ ଓ ଅଦମ୍ୟ ମନୋବଳର ପ୍ରମାଣ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Emerging cities see 42% growth in GCC jobs, outpacing metros: Report

Media Coverage

Emerging cities see 42% growth in GCC jobs, outpacing metros: Report
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମେ 27, 2026
May 27, 2026

Strategic, Sustainable, Self-Reliant: How PM Modi is Building Viksit Bharat