ସେୟାର
 
Comments
Prime Minister condemns attack in Stockholm, Sweden

ସ୍ଵୀଡେନର ଷ୍ଟକହୋମଠାରେ ହୋଇଥିବା ଆକ୍ରମଣକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନିନ୍ଦା କରିଛନ୍ତି ।

“ଷ୍ଟକହୋମ ଆକ୍ରମଣକୁ ଆମେ ଦୃଢ ଭାବେ ନିନ୍ଦା କରୁଛୁ । ମୃତକଙ୍କ ପରିବାର ପ୍ରତି ମୁଁ ସମବେଦନା ଜଣାଇବା ସହିତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।

ଏହି ଗଭୀର ଦୁଃଖ ସମୟରେ ସ୍ଵୀଡେନବାସୀଙ୍କ ସହିତ ଭାରତ ଦୃଢ ଭାବେ ରହିଛି,” ବୋଲି ପ୍ରଧାନମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।

20ଟି ଫୋଟଚିତ୍ର 20 ବର୍ଷର ସେବା ଓ ସମର୍ପଣର ବ୍ୟାଖ୍ୟା କରୁଛି
Explore More
ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି  'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ

ଲୋକପ୍ରିୟ ଅଭିଭାଷଣ

ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି 'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ
India's forex kitty increases by $289 mln to $640.40 bln

Media Coverage

India's forex kitty increases by $289 mln to $640.40 bln
...

Nm on the go

Always be the first to hear from the PM. Get the App Now!
...
ସେୟାର
 
Comments

Join Live for Mann Ki Baat