ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଶ୍ରୀ ମୋହନଲାଲଙ୍କୁ ଦାଦାସାହେବ ଫାଲକେ ପୁରସ୍କାର ପ୍ରଦାନ କରାଯିବା ନିମନ୍ତେ ଅଭିନନ୍ଦନ ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ଶ୍ରୀ ମୋହନଲାଲ ଉତ୍କର୍ଷତା ଏବଂ ବହୁମୁଖୀ ପ୍ରତିଭାର ପ୍ରତିମୂର୍ତ୍ତି । ବିଗତ ଅନେକ ଦଶନ୍ଧି ଧରି ସମୃଦ୍ଧ କାର୍ଯ୍ୟ ସହିତ, ସେ ମାଲାୟଲମ ସିନେମା ଓ ଥିଏଟରର ଜଣେ ପ୍ରମୁଖ ସ୍ତମ୍ଭ ଭାବରେ ଠିଆ ହୋଇଛନ୍ତି ଏବଂ କେରଳର ସଂସ୍କୃତି ପ୍ରତି ଗଭୀର ଆସ୍ଥା ପ୍ରକଟ କରିଛନ୍ତି । ସେ ତେଲୁଗୁ, ତାମିଲ, କନ୍ନଡ ଏବଂ ହିନ୍ଦୀ ଚଳଚ୍ଚିତ୍ରରେ ମଧ୍ୟ ଉଲ୍ଲେଖନୀୟ ପ୍ରଦର୍ଶନ କରିଛନ୍ତି । ବିଭିନ୍ନ ମାଧ୍ୟମରେ ତାଙ୍କର ସିନେମା ଏବଂ ନାଟ୍ୟ ପ୍ରତିଭା ପ୍ରକୃତରେ ପ୍ରେରଣାଦାୟକ ।”

ଏକ୍ସରେ ଏକ ପୋଷ୍ଟରେ ଶ୍ରୀ ମୋଦୀ କହିଛନ୍ତି;

“ଶ୍ରୀ ମୋହନଲାଲ ଉତ୍କର୍ଷତା ଏବଂ ବହୁମୁଖୀ ପ୍ରତିଭାର ପ୍ରତୀକ । ଗତ ଅନେକ ଦଶନ୍ଧି ଧରି ତାଙ୍କର ସମୃଦ୍ଧ କାର୍ଯ୍ୟ ସହିତ, ସେ ମାଲାୟଲମ ସିନେମା ଓ ଥିଏଟରର ଜଣେ ପ୍ରମୁଖ ସ୍ତମ୍ଭ ଭାବରେ ଠିଆ ହୋଇଛନ୍ତି । ଏହାଛଡା ସେ କେରଳର ସଂସ୍କୃତି ପ୍ରତି ଗଭୀର ଆସ୍ଥା ପ୍ରକଟ କରିଛନ୍ତି। ସେ ତେଲୁଗୁ, ତାମିଲ, କନ୍ନଡ ଏବଂ ହିନ୍ଦୀ ଚଳଚ୍ଚିତ୍ରରେ ମଧ୍ୟ ଉଲ୍ଲେଖନୀୟ ପ୍ରଦର୍ଶନ କରିଛନ୍ତି । ବିଭିନ୍ନ ମାଧ୍ୟମରେ ତାଙ୍କର ସିନେମା ଏବଂ ନାଟ୍ୟ ପ୍ରତିଭା ପ୍ରକୃତରେ ପ୍ରେରଣାଦାୟକ।

ଦାଦାସାହେବ ଫାଲକେ ପୁରସ୍କାରରେ ସମ୍ମାନିତ ହେବା ପାଇଁ ତାଙ୍କୁ ଅଭିନନ୍ଦନ । ତାଙ୍କର ସଫଳତା ଆଗାମୀ ପିଢ଼ିକୁ ପ୍ରେରଣା ଯୋଗାଇବ ।”

@Mohanlal

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Freed Banks From NPA Illness': PM Modi Discusses Reforms, Economy, Trade Deals, World Order

Media Coverage

Freed Banks From NPA Illness': PM Modi Discusses Reforms, Economy, Trade Deals, World Order
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଫେବୃୟାରୀ 6, 2026
February 06, 2026

4.5 Crore Hearts Connected – PM Modi’s Masterclass in Exam & Life Wisdom #ParikshaPeCharcha2026

PM Modi’s Reforms Shine: 10x Railway Boost, Global Deals & Indigenous Strength Fuel Viksit Bharat