ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମନ୍ଵିତ ବିକାଶ ପ୍ରକଳ୍ପ ଅଧୀନରେ ଗୁଜରାଟର କେୱଡିଆଠାରେ ବିଭିନ୍ନ ପ୍ରକଳ୍ପ ଉଦଘାଟନ କରିଛନ୍ତି । ଶ୍ରୀ ମୋଦୀ ଆରୋଗ୍ୟ ବନ ଏବଂ ଆରୋଗ୍ୟ କୁଟୀର ସହ ଏକତା ମଲ ଓ ଶିଶୁ ପୋଷଣ ଉଦ୍ୟାନ ମଧ୍ୟ ଉଦଘାଟନ କରିଛନ୍ତି ।

ଆରୋଗ୍ୟ ବନ  ଆରୋଗ୍ୟ କୁଟୀର

17 ଏକର ପରିମିତ ଅଞ୍ଚଳରେ ଆରୋଗ୍ୟ ବନରେ 380 ପ୍ରଜାତିର ପ୍ରାୟ 5 ଲକ୍ଷ ଗଛ ରହିଛି । ଆରୋଗ୍ୟ କୁଟୀର ଏକ ପାରମ୍ପରିକ ଚିକିତ୍ସା ସୁବିଧା ଥିବା ସୁଧାର କେନ୍ଦ୍ର । ଏହା ଆୟୁର୍ବେଦ, ସିଦ୍ଧ, ଯୋଗ ଏବଂ ପଞ୍ଚକର୍ମ ଚିକିତ୍ସା ପଦ୍ଧତିରେ ସ୍ଵାସ୍ଥ୍ୟସେବା ଯୋଗାଇବ ।  

ଏକତା ମଲ

ଦେଶର ଏକତା ଓ ବିବିଧତାର ପ୍ରତୀକ ଭାବେ 35 ହଜାର ବର୍ଗଫୁଟ ପରିମିତ ଅଞ୍ଚଳରେ ସ୍ଥାପିତ ଏହି ମଲରେ ହସ୍ତକଳା ଓ ଦେଶର ପାରମ୍ପରିକ ସାମଗ୍ରୀମାନ ଉପଲବ୍ଧ ହେବ । 

ମାତ୍ର 110 ଦିନ ମଧ୍ୟରେ ନିର୍ମିତ ଏହି ମଲରେ 20ଟି ଏମ୍ପୋରିୟମ ରହିଛି ।

ଶିଶୁ ପୋଷଣ ଉଦ୍ୟାନ ଏବଂ ମିରର ମଜେ

ବିଶ୍ଵର ପ୍ରଥମ ପ୍ରଯୁକ୍ତିବିଦ୍ୟା ଭିତ୍ତିକ ଶିଶୁ ପୋଷଣ ଉଦ୍ୟାନ 35 ହଜାର ବର୍ଗଫୁଟ ପରିମିତ ଅଞ୍ଚଳରେ ନିର୍ମିତ ହୋଇଛି । ଉଦ୍ୟାନର ବିଭିନ୍ନ ସ୍ଥାନ ଯଥା ଫଳଶାକ ଗୃହମ, ପୟୋନଗରୀ, ଅର୍ଣ୍ଣପୂର୍ଣ୍ଣା, ପୋଷଣ ପୁରାଣ ଏବଂ ସ୍ୱାସ୍ଥ୍ୟ ଭାରତମ ଭଳି ବିଷୟବସ୍ତୁ ଉପରେ ଆଧାରିତ ସ୍ଥାନକୁ ବୁଲିବାକୁ ଯିବା ପାଇଁ ଏକ ପୋଷଣ ଟ୍ରେନର ମଧ୍ୟ ବ୍ୟବସ୍ଥା ରହିଛି । ’

ମିରର ମଜେ ଓ 5 ଡି ଭର୍ଚୁଆଲ ଥିଏଟର ଭଳି ଶୈକ୍ଷିକ କାର୍ଯ୍ୟକଳାପ ଜରିଆରେ ଏହା ପୋଷଣ ସଚେତନତା ବୃଦ୍ଧି କରିବ ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Cheer for exports: Textiles, carpets, leather set to gain after India-US deal

Media Coverage

Cheer for exports: Textiles, carpets, leather set to gain after India-US deal
NM on the go

Nm on the go

Always be the first to hear from the PM. Get the App Now!
...
Prime Minister shares a Sanskrit Subhashitam emphasising the Power of Self-Confidence in Building a Developed India
February 03, 2026

Prime Minister Shri Narendra Modi today shared a Sanskrit Subhashitam emphasizing the transformative role of self-confidence in realizing the vision of a developed India.

In a post on X, he wrote:

"आत्मविश्वास वह शक्ति है, जिसके बल पर सब कुछ संभव है। विकसित भारत के सपने को साकार करने में देशवासियों की यही शक्ति बहुत काम आने वाली है।

श्रीर्मङ्गलात् प्रभवति प्रागल्भ्यात् सम्प्रवर्धते।

दाक्ष्यात् तु कुरुते मूलं संयमात् प्रतितिष्ठति॥ "