ମୃତ ଏବଂ ଆହତଙ୍କ ଲାଗି ଅନୁକଂପା ମୂଳକ ସହାୟତା ରାଶି ଘୋଷଣା

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କାନପୁର ଠାରେ ଏକ ଟ୍ରାକ୍ଟର ଟ୍ରଲି ଦୁର୍ଘଟଣାରେ ମୃତୁ୍ୟବରଣ କରିଥିବା ଲୋକଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି ।

ସେ ମଧ୍ୟ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ସମ୍ପର୍କୀୟଙ୍କ ଲାଗି ପିଏମଏନଆରଏଫରୁ ୨ଲକ୍ଷ ଟଙ୍କା କରି ଦେବାକୁ ଘୋଷଣା କରିଛନ୍ତି । ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ପ୍ରଦାନ କରାଯିବ ।

ପ୍ରଧାନମନ୍ତ୍ରୀଙ୍କ ଅଫିସ ଟୁଇଟ୍ କରିଛି;

“କାନପୁର ଠାରେ ଟ୍ରାକ୍ଟର-ଟ୍ରଲି ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ । ଯେଉଁମାନେ ନିଜର ନିକଟସମ୍ପର୍କୀୟଙ୍କୁ ହରାଇଛନ୍ତି ସେମାନଙ୍କ ସହିତ ମୋର ସମବେଦନା ରହିଛି । ଆହତ ମାନଙ୍କ ପାଇଁ ପ୍ରାର୍ଥନା । ପ୍ରଭାବିତମାନଙ୍କୁ ସ୍ଥାନୀୟ ପ୍ରଶାସନ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେଉଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ”

“ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟସର୍ମ୍ପକୀୟଙ୍କୁ ପିଏମଏନଆରଏଫରୁ ୨ଲକ୍ଷ ଟଙ୍କା କରି ଅନୁକଂପାମୂଳକ ସହାୟତାରାଶି ପ୍ରଦାନ କରାଯିବ । ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ମିଳିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India’s power sector set for strong FY27 growth on rising demand, capacity additions: Report

Media Coverage

India’s power sector set for strong FY27 growth on rising demand, capacity additions: Report
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 20, 2026
July 20, 2026

Yuva to Global Stage: How PM Modi’s Policies Are Turning India’s Youth, Farms & Factories into Growth Engines