ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୩ ଅଗଷ୍ଟ ୨୫ରେ ଏଥେନ୍ସର ଏଥେନ୍ସ କଞ୍ଜରଭଟୋଏରଠାରେ ଭାରତୀୟ ସମୁଦାୟକୁ ସମ୍ବୋଧନ କରିଥିଲେ ।

ନିଜ ସମ୍ବୋଧନରେ ପ୍ରଧାନମନ୍ତ୍ରୀ ଭାରତରେ ବର୍ତ୍ତମାନ ହେଉଥିବା ଅଦ୍ଭୁତପୂର୍ବ ପରିବର୍ତ୍ତନ ଏବଂ ବିଭିନ୍ନ କ୍ଷେତ୍ରରେ ହେଉଥିବା ପ୍ରଗତି ଉପରେ ଆଲୋକପାତ କରିଥିଲେ । ଚନ୍ଦ୍ରଯାନ ମିଶନର ସଫଳତାକୁ ସେ ପ୍ରଶଂସା କରିଥିଲେ ।

ଭାରତ-ଗ୍ରୀସ୍ ମଧ୍ୟରେ ବହୁମୁଖୀ ସମ୍ପର୍କକୁ ଆଗକୁ ନେବାରେ ଭାରତୀୟ ସମୁଦାୟର ଅବଦାନ ଉପରେ ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିଲେ ଏବଂ ଭାରତର ବିକାଶ କାହାଣୀର ଅଂଶ ହେବାକୁ ସେମାନଙ୍କୁ ଅନୁରୋଧ କରିଥିଲେ ।

 

 

 

 

 

 

 

 

 

 

ସମ୍ପୂର୍ଣ୍ଣ ଅଭିଭାଷଣ ପଢିବା ପାଇଁ ଏଠାରେ କ୍ଲିକ କରନ୍ତୁ

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Odisha’s Dhenkanal farmers export 3 tonne of mango to London

Media Coverage

Odisha’s Dhenkanal farmers export 3 tonne of mango to London
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମେ 14, 2026
May 14, 2026

Kisan Kalyan to Viksit Bharat: PM Modi Delivers Jobs, Markets & Dignity Across Rural and Industrial India