ସେୟାର
 
Comments

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବର୍ମିଂହାମ ସିଡବ୍ଲ୍ୟୁଜି ୨୦୨୨ ରେ ପୁରୁଷ ସିଙ୍ଗଲ୍ସ ଟେବୁଲ ଟେନିସରେ ବ୍ରୋଞ୍ଜ ପଦକ ଜିତିବା ପାଇଁ ଟେବୁଲ ଟେନିସ ଖେଳାଳି ସାଥିଆନ ଗଣଶେଖରନଙ୍କ ଦୃଢତା ଏବଂ ଉତ୍ସର୍ଗୀକୃତତାକୁ ପ୍ରଶଂସା କରିଛନ୍ତି ।

ପ୍ରଧାନମନ୍ତ୍ରୀ ଟୁଇଟ୍‍ କରିଛନ୍ତି;

“ସିଡବ୍ଲ୍ୟଜି ରେ ସାଥିଆନଙ୍କ ଚମତ୍କାର ପ୍ରଦର୍ଶନ । ଟେବୁଲ୍ ଟେନିସରେ ବ୍ରୋଞ୍ଜ ପଦକ ଜିତିଥିବାରୁ ମୁଁ ତାଙ୍କୁ ଅଭିନନ୍ଦନ ଜଣାଉଛି । ତାଙ୍କର ଦୃଢତା ଏବଂ ନିଷ୍ଠା ପାଇଁ ସେ ପ୍ରଶଂସିତ । ମୁଁ ନିଶ୍ଚିତ ଯେ ସେ ଆଗାମୀ ପ୍ରତିଯୋଗିତାରେ ମଧ୍ୟ ଉନ୍ନତ ପ୍ରଦର୍ଶନ କରିବେ । #Cheer4India"

Explore More
୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲାର ପ୍ରାଚୀରରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲାର ପ୍ରାଚୀରରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
The Bharat Budget: Why this budget marks the transition from India to Bharat

Media Coverage

The Bharat Budget: Why this budget marks the transition from India to Bharat
...

Nm on the go

Always be the first to hear from the PM. Get the App Now!
...
PM condoles the demise of veteran filmmaker, Shri K. Viswanath
February 03, 2023
ସେୟାର
 
Comments

The Prime Minister, Shri Narendra Modi has expressed deep grief over the demise of veteran filmmaker, Shri K. Viswanath.

The Prime Minister tweeted;

“Saddened by the passing away of Shri K. Viswanath Garu. He was a stalwart of the cinema world, distinguishing himself as a creative and multifaceted director. His films covered various genres and enthralled audiences for decades. Condolences to his family and admirers. Om Shanti.”