ପିଏମ୍‍ଏନ୍‍ଆରଏଫ୍‍ ରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହିମାଚଳ ପ୍ରଦେଶର କୁଲୁ ଜିଲ୍ଲାରେ ଏକ ମର୍ମନ୍ତୁଦ ବସ୍ ଦୁର୍ଘଟଣାରେ ଶୋକ ପ୍ରକାଶ କରିଛନ୍ତି । ପ୍ରଧାନ ମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମ୍‍ଏନଆରଏଫ୍‍)ରୁ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ଲାଗି ୨ଲକ୍ଷ ଟଙ୍କା ଏବଂ ଦୁର୍ଘଟଣାରେ ଆହତଙ୍କ ଲାଗି ୫୦,୦୦୦ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ଟୁଇଟ୍‍ କରିଛି;

“ହିମାଚଳ ପ୍ରଦେଶର କୁଲୁରେ ବସ୍ ଦୁର୍ଘଟଣା ଅତ୍ୟନ୍ତ ହୃଦୟ ବିଦାରକ ଅଟେ । ଏହି ଦୁଃଖଦ ସମୟରେ ମୋର ଚିନ୍ତାଧାରା ଶୋକସନ୍ତପ୍ତ ପରିବାରମାନଙ୍କ ସହିତ ଅଛି । ମୁଁ ଆଶା କରୁଛି ଆହତମାନେ ଶୀଘ୍ର ସୁସ୍ଥ ହୋଇଯିବେ । ସ୍ଥାନୀୟ ପ୍ରଶାସନ ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଉଛି: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।”

“ହିମାଚଳ ପ୍ରଦେଶରେ ଘଟିଥିବା ମର୍ମନ୍ତୁଦ ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କ ଲାଗି ପ୍ରଧାନ ମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମ୍‍ଏନଆରଏଫ୍‍)ରୁ ୨ଲକ୍ଷ ଟଙ୍କା କରି ପ୍ରଦାନ ଲାଗି ପ୍ରଧାନମନ୍ତ୍ରୀ ମଞ୍ଜୁର କରିଛନ୍ତି । ଆହତ ମାନଙ୍କୁ ୫୦,୦୦୦ ଟଙ୍କା କରି ପ୍ରଦାନ କରାଯିବ ।”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Vikas Bhi, Virasat Bhi: How JATAN, AI and Digital Archives are revolutionising India’s cultural heritage preservation

Media Coverage

Vikas Bhi, Virasat Bhi: How JATAN, AI and Digital Archives are revolutionising India’s cultural heritage preservation
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 09, 2026
August 09, 2026

Vikas Bhi, Virasat Bhi: PM Modi’s Blueprint for a Rooted Yet Future-Ready Bharat