ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଘୋଷଣା କରିଛନ୍ତି ଯେ ଶ୍ରୀ ନନ୍ଦନ ନିଲେକାନିଙ୍କ ଅଧ୍ୟକ୍ଷତାରେ ପରୀକ୍ଷା ସଂସ୍କାର ଉପରେ ଏକ ଉଚ୍ଚ କ୍ଷମତା ସମ୍ପନ୍ନ ଟାସ୍କ ଫୋର୍ସ ଗଠନ କରାଯାଇଛି।
ଏକ୍ସ ରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ ସେୟାର କରିଛନ୍ତି:
"ଶ୍ରୀ ନନ୍ଦନ ନିଲେକାନିଙ୍କ ନେତୃତ୍ୱରେ ପରୀକ୍ଷା ସଂସ୍କାର ଉପରେ ଉଚ୍ଚ କ୍ଷମତା ସମ୍ପନ୍ନ ଟାସ୍କ ଫୋର୍ସ ଗଠନ କରାଗଲା।
@NandanNilekani"
HIGH POWERED TASK FORCE on examination reforms under the leadership of Shri Nandan Nilekani constituted.@NandanNilekani pic.twitter.com/mMpmPdIEL5
— Narendra Modi (@narendramodi) July 26, 2026


